Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Election Breaking: ଜାଣନ୍ତୁ ଓଡିଶାର କେଉଁଠି କେବେ ହେବ ନିର୍ବାଚନ?
ଆଜିର ଖବର

Election Breaking: ଜାଣନ୍ତୁ ଓଡିଶାର କେଉଁଠି କେବେ ହେବ ନିର୍ବାଚନ?

March 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଭାରତର ମୁଖ୍ୟ ନିର୍ବାଚନ କମିଶନର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଏଥିରେ ଲୋକସଭା ତାରିଖ ମଧ୍ୟ ଘୋଷଣା କରିଛନ୍ତି। ସେହି ଅନୁସାରେ ଓଡିଶାରେ ୪ ଟି ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ। 

ଓଡିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ତାରିଖ ହେଲା- ମଇ ୧୩ ତାରିଖ, ମଇ ୨୦ ତାରିଖ, ମ ୨୫ ତାରିଖ ଏବଂ ଜୁନ ୧ ତାରିଖ।

ଲୋକସଭା ଓ ବିଧାନସଭା ଆସନ:

୧- ମଇ ୧୩ ତାରିଖ: କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଏବଂ କୋରାପୁଟ।

୨- ମଇ ୨୦ ତାରିଖ: ବରଗଡ, ସୁନ୍ଦରଗଡ, ବଲାଙ୍ଗୀରି, କନ୍ଧମାଳ, ଆସିକା

୩- ମଇ ୨୫ ତାରିଖ: ସମ୍ବଲପୁର, କେଉଁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ଵର।

୪- ଜୁନ ୧ ତାରିଖ: ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର।

Assembly Election election 2024 Lok Sabha Election Odisha voting
Share. Facebook Twitter LinkedIn Email WhatsApp Copy Link

Related Posts

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.