Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକଛତ୍ରବାଦୀ ଶାସନରୁ ସମ୍ବିଧାନକୁ ବଞ୍ଚାଇବାର ଶେଷ ସୁଯୋଗ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ
ଆଜିର ଖବର

ଏକଛତ୍ରବାଦୀ ଶାସନରୁ ସମ୍ବିଧାନକୁ ବଞ୍ଚାଇବାର ଶେଷ ସୁଯୋଗ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

March 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପେପର୍ ଲିକ୍ ପ୍ରସଙ୍ଗ: ମୋଦି ସରକାରଙ୍କ ସମ୍ମୁଖରେ ଏହି ସର୍ତ୍ତ ରଖିଲା କଂଗ୍ରେସ
ପେପର୍ ଲିକ୍ ପ୍ରସଙ୍ଗ: ମୋଦି ସରକାରଙ୍କ ସମ୍ମୁଖରେ ଏହି ସର୍ତ୍ତ ରଖିଲା କଂଗ୍ରେସ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ କଂଗ୍ରେସ ବିଜେପି ଉପରେ ଆକ୍ରମଣକୁ ତୀବ୍ର କରିଛି। କଂଗ୍ରେସ ପାର୍ଟିର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ ମୋଦୀ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ୨୦୨୪ ଲୋକସଭା ନିର୍ବାଚନ ଭାରତ ପାଇଁ ‘ନ୍ୟାୟର ଦ୍ୱାର’ ଖୋଲିବ।

କଂଗ୍ରେସ ସଭାପତି ଖଡଗେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏହି ପୋଷ୍ଟ ସେୟାର କରିବାବେଳେ କହିଛନ୍ତି ଯେ, ଗଣତନ୍ତ୍ର ଏବଂ ସମ୍ବିଧାନକୁ ଏକଛତ୍ରବାଦୀ ଶାସନରୁ ରକ୍ଷା କରିବାର ଏହା ହେଉଛି ଶେଷ ସୁଯୋଗ। ସେ କହିଛନ୍ତି ଯେ, ଆମେ ‘ଭାରତର ଲୋକ’ ଏକତ୍ର ମିଶି ଘୃଣା, ଲୁଟ୍, ବେକାରୀ, ମୁଦ୍ରାସ୍ଫୀତି ଏବଂ ଅତ୍ୟାଚାର ବିରୋଧରେ ଲଢିବା।

Congress Indian General Election 2024 Lok Sabha Elections Lok Sabha Elections 2024 Lok Sabha Elections 2024 Date Mallikarjun Kharge
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Latest News

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.