Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଡି ଅଧିକାରୀ କହି ବଡବଡ ସରକାରୀ କର୍ମଚାରୀଙ୍କୁ ଠକୁଥିଲେ ଦୁଇ ଭାଇ, ବାନ୍ଧିଲା ଏସଟିଏଫ
ଆଜିର ଖବର

ଇଡି ଅଧିକାରୀ କହି ବଡବଡ ସରକାରୀ କର୍ମଚାରୀଙ୍କୁ ଠକୁଥିଲେ ଦୁଇ ଭାଇ, ବାନ୍ଧିଲା ଏସଟିଏଫ

March 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଡି ଅଧିକାରୀ କହି ବଡବଡ ସରକାରୀ କର୍ମଚାରୀଙ୍କୁ ଠକୁଥିଲେ ଦୁଇ ଭାଇ, ବାନ୍ଧିଲା ଏସଟିଏଫ

ଭୁବନେଶ୍ବର: ଭୁବନେଶ୍ୱରରେ ୨ ନକଲି ଇଡି ଅଧିକାରୀଙ୍କୁ ଆଜି କ୍ରାଇମବ୍ରାଞ୍ଚର ଏସଟିଏଫ ଦ୍ବାରା ଧରାପଡିଛନ୍ତି। ଏମାନେ ସଂପର୍କରେ ଦୁଇ ଭାଇ ବୋଲି ଜଣାପଡିଛି। ସେମାନେ ହେଲେ ଶଙ୍କର ମହାପାତ୍ର ଓ ତାରିଣୀସେନ୍ ମହାପାତ୍ର। ଏହି ଦୁଇ ଭାଇ ଢେଙ୍କାନାଳ ଦୋଳମଣ୍ଡପ ସାହିର ବାସିନ୍ଦା ବୋଲି ଜଣାପଡିଛି। ଏମାନେ ଛତ୍ରପୁର ଉପଜିଲ୍ଲାପାଳଙ୍କ ଏକ କେସକୁ ରଫାଦଫା କରିବା ପାଇଁ ତାଙ୍କଠାରୁ ଲାଞ୍ଚ ମାଗିଥିଲେ।

ସେହି ଅଭିଯୋଗ ଆଧାରରେ ଉଭୟଙ୍କୁ ଗିରଫ କରାଯାଇଛି। ନିଜକୁ ଇଡି ଅଧିକାରୀ କହି ଅନେକ ସରକାରୀ ଅଧିକାରୀଙ୍କୁ ଠକିଛନ୍ତି ବୋଲି ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି। ସେମାନେ ଟଙ୍କା ନେବା ପରେ ମିଛ କ୍ଲିଅରାନ୍ସ ରିପୋର୍ଟ ମଧ୍ୟ ଦେଉଥିଲେ। ଫୋନ୍ ପେ’ରେ ପ୍ରାୟ ୧୬ ଲକ୍ଷରୁ ଅଧିକ ଟଙ୍କାର କାରବାର ହୋଇଥିବାର ଏସଟିଏଫକୁ ସୂଚନା ମିଳିଛି।

stf ଏସଟିଏଫ
Share. Facebook Twitter LinkedIn Email WhatsApp Copy Link

Related Posts

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026
Latest News

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.