Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ସାମିଲ ହେଲେ ରାଜଗାଙ୍ଗପୁର ବିଜେଡି ନେତା ପୂର୍ଣ୍ଣଚନ୍ଦ୍ର ରାଉତ
ଆଜିର ଖବର

ବିଜେପିରେ ସାମିଲ ହେଲେ ରାଜଗାଙ୍ଗପୁର ବିଜେଡି ନେତା ପୂର୍ଣ୍ଣଚନ୍ଦ୍ର ରାଉତ

March 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ସାମିଲ ହେଲେ ରାଜଗାଙ୍ଗପୁର ବିଜେଡି ନେତା ପୂର୍ଣ୍ଣଚନ୍ଦ୍ର ରାଉତ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାଂସଦ ଜୁଏଲ ଓରାମ ଓ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓଙ୍କ ଉପସ୍ଥିତିରେ ବିଜେଡି ନେତା ତଥା ରାଜଗାଙ୍ଗପୁର ମ୍ୟୁନିସିପାଲଟି ପୂର୍ବତନ ଚେୟାରମ୍ୟାନ ପୂର୍ଣ୍ଣଚନ୍ଦ୍ର ରାଉତ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଶ୍ରୀ ରାଉତଙ୍କୁ ସାଂସଦ ଜୁଏଲ ଓରାମ ଓ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ।

ଭ୍ରଷ୍ଟାଚାର, ବ୍ୟଭୀଚାର ଓ ଦୁର୍ନୀତି ରାଜ୍ୟ ବିକାଶରେ ବାଧକ ସାଜିଛି। ରାଜ୍ୟରେ ଶାସନ ବ୍ୟବସ୍ଥାର ପରିବର୍ତନ ନିହାତି ଜରୁରୀ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ କାର୍ଯ୍ୟକ୍ରମ ଓ ବିଜେପିର ନୀତି ଆଦର୍ଶ ଅନୁପ୍ରାଣିତ କରିଛି ବୋଲି ଶ୍ରୀ ରାଉତ କହିଛନ୍ତି।

ଏହି ମିଶ୍ରଣ ପର୍ବରେ ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମ, ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ଉପସ୍ଥିତ ଥିଲେ।

BJP Joining odishaelection2024 ଓଡିଶାନିର୍ବାଚନ2024 ଜୁଏଲ ଓରାମ ବିଜେପି ମିଶ୍ରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Latest News

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.