Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ ସାର୍ଥକ ଦେଖନ୍ତୁ ଲକ୍ଷପତି ହୁଅନ୍ତୁ, ପୁଣି ଆରମ୍ଭ ହେଲା “ଦେଖିବା ନିତି ହେବା ଲକ୍ଷପତି” ମେଗା ପ୍ରତିଯୋଗିତା
ଆଜିର ଖବର

ଜୀ ସାର୍ଥକ ଦେଖନ୍ତୁ ଲକ୍ଷପତି ହୁଅନ୍ତୁ, ପୁଣି ଆରମ୍ଭ ହେଲା “ଦେଖିବା ନିତି ହେବା ଲକ୍ଷପତି” ମେଗା ପ୍ରତିଯୋଗିତା

March 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାର ଲୋକପ୍ରିୟ ଓଡିଆ ମନୋରଞ୍ଜନ ଚ୍ୟାନେଲ ଜୀ ସାର୍ଥକ ପୁଣିଥରେ ନେଇଆସିଛି ଆପଣଙ୍କ ପାଇଁ ଲକ୍ଷପତି ହେବାର ସୁବର୍ଣ୍ଣ ସୁଯୋଗ। ଜୀ ସାର୍ଥକରେ ପୁଣି ଥରେ ଆରମ୍ଭ ହୋଇ ଯାଇଛି ମେଗା ପ୍ରତିଯୋଗିତା “ଦେଖିବା ନିତି ହେବା ଲକ୍ଷପତି” ଯାହା ପୂର୍ବ ଅପେକ୍ଷା ନିଆରା ହୋଇଛି। ଏହି ପ୍ରତିଯୋଗିତା ମାର୍ଚ୍ଚ ୨୨ ରୁ ଆରମ୍ଭ ହେବ। ପ୍ରତିଦିନ ସନ୍ଧ୍ୟା ୬:୩୦ରୁ ରାତି ୯:୩୦ ମଧ୍ୟରେ ଜୀ ସାର୍ଥକରେ ପ୍ରସାରିତ ହେଉଥିବା ଧାରାବାହିକ ମଧ୍ୟରେ କିଛି ସରଳ ପ୍ରଶ୍ନର ଉତ୍ତର ମିସକଲ୍ ମାଧ୍ୟମରେ ଦେଇ ଆପଣ ହୋଇପାରିବେ ଲକ୍ଷପତି। କାର୍ଯ୍ୟକ୍ରମର ନାଁ ରହିଛି “ଦେଖିବା ନିତି ହେବା ଲକ୍ଷପତି”। ଯେଉଁଠାରେ ବମ୍ପର ପୁରସ୍କାର ରାଶି ୧ଲକ୍ଷ ଟଙ୍କା ରଖାଯାଇଛି।

ପ୍ରତିଯୋଗିତାରେ ଭାଗ ନେବା ପାଇଁ ଧାରାବାହିକ ଦେଖୁଥିବା ସମୟରେ ଟିଭି ସ୍କ୍ରିନରେ ଦିଆ ଯାଇଥିବା ନମ୍ବରରେ ମିସଡ କଲ କରିବାକୁ ହେବ। ପ୍ରତିଦିନ ସଠିକ୍ ଉତ୍ତର ଦେଇଥିବା ୬ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ୧୦୦୦ଟଙ୍କାର ଭାଉଚର ମିଳିବ। ତେବେ ପୁରା ପ୍ରତିଯୋଗିତାର ଜଣେ ମେଗା ବିଜେତାଙ୍କୁ ମିଳିବ ୧ଲକ୍ଷ ଟଙ୍କା ନଗଦ ପୁରସ୍କାର।

ଜୀ ସାର୍ଥକର ସର୍ବଦା ଦର୍ଶକଙ୍କ ସହିତ ନିଜ ସମ୍ପର୍କ ଯୋଡ଼ିବା ପାଇଁ ନୂଆ ନୂଆ ପ୍ରୟାସ ଜାରି ରଖିଥାଏ, ସେହିପରି “ଦେଖିବା ନିତି ହେବା ଲକ୍ଷପତି” ଏକ ମାଧ୍ୟମ। ତେଣୁ ଦର୍ଶକମାନେ ଏହି ପ୍ରତିଯୋଗିତାର ସମ୍ପୂର୍ଣ୍ଣ ଲାଭ ଉଠାଇବା ପାଇଁ ଜୀ ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର ଶ୍ରୀ ପ୍ରତୀକ ସିଲ ପ୍ରକାଶ କରିଛନ୍ତି। ଜୀ ସାର୍ଥକ ଦେଖନ୍ତୁ ଲକ୍ଷପତି ହୁଅନ୍ତୁ।

ଜୀ ସାର୍ଥକ ଦେଖିବା ନିତି ହେବା ଲକ୍ଷପତି ଲକ୍ଷପତି
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ : ତିନି ଗିରଫ

July 10, 2026

ଅଣସରର ଏକାଦଶ ଦିନ: ଆଜି ଚକାବିଜେ କରିବେ ମହାପ୍ରଭୁ, କାଲି ଦଶମୂଳମୋଦକ ସେବନ ପରେ ସୁସ୍ଥ ହେବେ ଶ୍ରୀଜିଉ

July 10, 2026

ଏବେ ଦୁବାଇରୁ ଆସିବ ବିଦ୍ୟୁତ୍: ସମୁଦ୍ର ତଳେ ବିଛାଯିବ କେବୁଲ୍, ଜାଣନ୍ତୁ କେତେ ଖର୍ଚ୍ଚ କରିବ ଭାରତ?

July 10, 2026

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

July 10, 2026
Latest News

ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ : ତିନି ଗିରଫ

July 10, 2026

ଅଣସରର ଏକାଦଶ ଦିନ: ଆଜି ଚକାବିଜେ କରିବେ ମହାପ୍ରଭୁ, କାଲି ଦଶମୂଳମୋଦକ ସେବନ ପରେ ସୁସ୍ଥ ହେବେ ଶ୍ରୀଜିଉ

July 10, 2026

ଏବେ ଦୁବାଇରୁ ଆସିବ ବିଦ୍ୟୁତ୍: ସମୁଦ୍ର ତଳେ ବିଛାଯିବ କେବୁଲ୍, ଜାଣନ୍ତୁ କେତେ ଖର୍ଚ୍ଚ କରିବ ଭାରତ?

July 10, 2026

ଓଡ଼ିଶାରେ ପ୍ରଥମ: ସମ୍ ହସ୍ପିଟାଲରେ ଅତ୍ୟାଧୁନିକ ମଲିକ୍ୟୁଲାର ଡାଏଗ୍ନୋସିସ୍ ଓ ଜିନୋମିକ୍ସ ଲ୍ୟାବ୍‌

July 10, 2026

ଦିଲ୍ଲୀରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେବେ ଏହି ଦଳର ୧୬ କାଉନସିଲର 

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.