Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ
ଆଜିର ଖବର

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଭାଲୁ ମୃତ

March 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ କିସିଣ୍ଡା ରାସ୍ତାର ବାଲି କିଆରୀ ଗ୍ରାମ ନିକଟସ୍ଥ ରାସ୍ତା କଡ଼ରେ ବୁଧବାର ସକାଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ଭାଲୁର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ଗତ କାଲି ରେଢ଼ାଖୋଲ ଅଞ୍ଚଳରେ ଘଡ଼ଘଡ଼ି ବର୍ଷା ସହ ଝଡ ତୋଫାନ ହୋଇଥିଲା। ଏଥିରେ ରେଢ଼ାଖୋଲରୁ କିସିଣ୍ଡା ଅଞ୍ଚଳକୁ ରାସ୍ତା କଡ଼ରେ ଯାଇଥିବା ବିଦ୍ୟୁତ ତାର ବାଲିକିଆରୀ ଗ୍ରାମ ନିକଟରେ ଝଡ ତୋଫାନ ଯୋଗୁଁ ଛିଣ୍ଡି ତଳେ ପଡ଼ିଥିଲା। ଭାଲୁ ଟି ଉକ୍ତ ରାସ୍ତାରେ ଯାଉଥିବା ସମୟରେ ଉକ୍ତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଯାଇଥିଲା।

ଖବର ପାଇ ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀମାନେ ପହଞ୍ଚି ଭାଲୁର ମୃତ ଦେହ ଜବତ କରି ଘଟଣାର ତଦନ୍ତ କରୁଛି।‌

କିସିଣ୍ଡା ଭାଲୁ ମୃତ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଆଲିଙ୍ଗନ

May 12, 2026

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ

May 12, 2026

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱଶର୍ମା

May 12, 2026

ନାତୁଣୀକୁ ବଞ୍ଚାଇବାକୁ ଯାଇ ଜେଜେ ମୃତ

May 12, 2026
Latest News

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଆଲିଙ୍ଗନ

May 12, 2026

ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କ ବଡ ଆକ୍ସନ

May 12, 2026

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱଶର୍ମା

May 12, 2026

ନାତୁଣୀକୁ ବଞ୍ଚାଇବାକୁ ଯାଇ ଜେଜେ ମୃତ

May 12, 2026

ବାଲିଅନ୍ତା ହତ୍ୟା ଘଟଣା : ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.