Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଗଣତନ୍ତ୍ର ଉପରେ ଘୋର ଆକ୍ରମଣ’: ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀ ଉପରେ ବିଜେପିକୁ ଟାର୍ଗେଟ କଲେ ମମତା ଦିଦି
ଆଜିର ଖବର

‘ଗଣତନ୍ତ୍ର ଉପରେ ଘୋର ଆକ୍ରମଣ’: ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀ ଉପରେ ବିଜେପିକୁ ଟାର୍ଗେଟ କଲେ ମମତା ଦିଦି

March 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତିରେ ହୋଇଥିବା ଦୁର୍ନୀତିରେ ଅର୍ଥ ହେରଫେର ମାମଲା ଯାଞ୍ଚ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଟିମ୍ ଗୁରୁବାର ରାତିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ତାଙ୍କ ବାସଭବନରୁ ଗିରଫ କରିଛି। ଏହି ପ୍ରସଙ୍ଗରେ ଅନେକ ରାଜନୈତିକ ପ୍ରତିକ୍ରିୟା ମଧ୍ୟ ଆସୁଛି। ଏହି କ୍ରମରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପିକୁ ଟାର୍ଗେଟ କରି ଏହାକୁ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି କହିଛନ୍ତି।

ଆଜି ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ କହିଛନ୍ତି ଯେ, ଜନତାଙ୍କ ଦ୍ଵାରା ନିର୍ବାଚିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀକୁ କଡା ନିନ୍ଦା କରୁଛି। ମୁଁ ସୁନୀତା କେଜ୍ରିୱାଲଙ୍କ ସହ ଯୋଗାଯୋଗରେ ଅଛି। ଏହା ଅପମାନଜନକ ଯେ, ଜଣେ ନିର୍ବାଚିତ ବିରୋଧୀ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରାଯାଉଛି ଏବଂ ତାଙ୍କୁ ଗିରଫ କରାଯାଉଛି। ଏହା ଗଣତନ୍ତ୍ର ଉପରେ ଏକ ଘୋର ଆକ୍ରମଣ। ”

ସେ ଆହୁରି ମଧ୍ୟ କହିଛନ୍ତି ଯେ, “ଆଜି ଆମର INDIA ମେଣ୍ଟ ନିର୍ବାଚନ ଆୟୋଗଙ୍କୁ ଭେଟି ବିରୋଧୀଦଳର ନେତାଙ୍କ ମନଇଚ୍ଛା ଟାର୍ଗେଟ ତଥା ଗିରଫଦାରୀ ଉପରେ ଦୃଢ ଆପତ୍ତି ଜଣାଇବ

aap Breaking News Delhi Liquor Policy ed Mamata Banerjee TMC West Bengal
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026
Latest News

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.