Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରରେ ମସ୍ତିଷ୍କ ଜ୍ବର ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି: ନୀତିଶ କୁମାରଙ୍କ ଇସ୍ତଫା ଦାବି
ଆଜିର ଖବର

ବିହାରରେ ମସ୍ତିଷ୍କ ଜ୍ବର ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି: ନୀତିଶ କୁମାରଙ୍କ ଇସ୍ତଫା ଦାବି

June 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରର ମୁଜାଫରପୁରରେ ଶିଶୁ ମୃତ୍ୟୁ ଦିନକୁ ଦିନ ଗମ୍ଭୀର ରୂପ ନେବାରେ ଲାଗିଛି। ଏହି ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୧୪୦ରେ ପହଞ୍ଚିଛି। ଏହା ସହିତ ନୂତନ ଭାବରେ ୨୦ ଜଣ ଶିଶୁ ମସ୍ତିଷ୍କ ଜ୍ବରରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣା ବ୍ୟାପିବା ପରେ ବୈଶାଳୀ ଏବଂ ହରିବଂଶପୁରରେ ଲୋକ ନିଜର ଘର ଖାଲି କରି ଅନ୍ୟ ସ୍ଥାନକୁ ପଳାଉଥିବା ଜଣା ପଡିଛି। ମସ୍ତିଷ୍କ ଜ୍ବର ବ୍ୟାପିବା ପରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ସ୍ବାସ୍ଥ୍ୟ ମନ୍ତ୍ରୀ ମଙ୍ଗଲ ପାଣ୍ଡେଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ। ବିହାର ଭବନ ସାମ୍ନାରେ ବିରୋଧ ପ୍ରଦର୍ଶନ କରାଯିବା ସହିତ ଇସ୍ତଫା ଦାବି କରାଯାଇଥିଲା। ପ୍ରତ୍ୟକ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରାଯାଇଥିଲା। ଏହା ସହିତ ସ୍ଥାନୀୟ କୋର୍ଟରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି, କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ, ଅଶ୍ବିନୀ ଚୌବେ ଏବଂ ବିହାର ସ୍ବାସ୍ଥ୍ୟ ମନ୍ତ୍ରୀ ମଙ୍ଗଲ ପାଣ୍ଡେଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇଛି। ଆସନ୍ତା ମଙ୍ଗଳବାର ଏହି ମାମଲାର ବିଚାର ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି।

bihar child killed thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ମଧ୍ୟ ବିରୋଧ!: ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ, ଆଠ ମୃତ

March 1, 2026

ଖାମେନେଇଙ୍କ ମୃତ୍ୟୁକୁ ନେଇ କାଶ୍ମୀରରେ ଉତ୍ତେଜନା: ଲାଲ ଚୌକରେ ସମର୍ଥକଙ୍କ ପ୍ରତିବାଦ

March 1, 2026
Latest News

ସମ୍ପୂର୍ଣ୍ଣ ନୂଆ ରୂପରେ ଜିଓଫାଇନାନ୍ସ ଆପ୍ ଶୁଭାରମ୍ଭ: ଏବେ କେଉଁଠି ନିବେଶ କରିବେ କହିବ ଏଆଇ

March 1, 2026

ଆଜି ସେମିଫାଇନାଲ ପାଇଁ ମହା ଲଢେଇ: ଜାଣନ୍ତୁ ଭାରତ ବନାମ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କାହାର ପଲ୍ଲା ଭାରି?

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଖାମେନେଇଙ୍କ ମୃତ୍ୟୁ ପରେ ପାକିସ୍ତାନରେ ମଧ୍ୟ ବିରୋଧ!: ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ, ଆଠ ମୃତ

March 1, 2026

ଖାମେନେଇଙ୍କ ମୃତ୍ୟୁକୁ ନେଇ କାଶ୍ମୀରରେ ଉତ୍ତେଜନା: ଲାଲ ଚୌକରେ ସମର୍ଥକଙ୍କ ପ୍ରତିବାଦ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.