Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିକଟ ଓ ପଦ ପଦବୀ ଲୋଭରେ ବିଜେପିକୁ ଯାଉଛନ୍ତି ଭର୍ତ୍ତୃହରି ମହତାବ: ବିଜେଡି
ଆଜିର ଖବର

ଟିକଟ ଓ ପଦ ପଦବୀ ଲୋଭରେ ବିଜେପିକୁ ଯାଉଛନ୍ତି ଭର୍ତ୍ତୃହରି ମହତାବ: ବିଜେଡି

March 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭର୍ତ୍ତୃହରି ମହତାବଙ୍କୁ ଛ ଛ ଥର ବିଜେଡି ଦଳରୁ ସାଂସଦ ଟିକଟ ଦିଆ ଯାଇ ଦିଲ୍ଲୀ ପଠା ଯାଇଥିଲା ଓ ୨୦୧୪ ଓ ୨୦୧୯ରେ ଶେଷ ମୂହୁର୍ତ୍ତରେ ଟିକଟ ଦିଆଯାଇଥିଲା। କାରଣ ତାଙ୍କ ସ୍ଥିତି କଟକରେ ଭଲ ନଥିଲା ଓ ସେ ଦିନକୁ ଦିନ ଲୋକଙ୍କ ଠାରୁ ଦୂରେଇ ଯାଇଥିଲେ ଓ ସେ ଜାଣିସାରିଥିଲେ ଯେ, ଏଥର ସେ ଟିକଟ ପାଇବେ ନାହିଁ।

ଏହି ସମ୍ପର୍କରେ ସେ ଦଳରୁ ବି ଇସାରା ପାଇଥିଲେ ଓ ସେ ବହୁ ଦିନରୁ ବିଜେପି ସହ ସମ୍ପର୍କରେ ଥିଲେ। ଟିକଟ ପାଇବା ଲୋଭରେ ଓ ପଦ ପଦବୀ ଲୋଭରେ ସେ ବିଜେପିକୁ ଯାଉଛନ୍ତି ବୋଲି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ମାହାଙ୍ଗା ବିଧାୟକ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ପ୍ରତାପ ଜେନା ।

BJD BJP ବିଜେଡି ବିଜେପି ଭର୍ତ୍ତୃହରି ମହତାବ
Share. Facebook Twitter LinkedIn Email WhatsApp Copy Link

Related Posts

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026
Latest News

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.