Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡରେ ଯବାନମାନଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ତିନି ନକ୍ସଲ ନିହତ
ଆଜିର ଖବର

ଛତିଶଗଡରେ ଯବାନମାନଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ତିନି ନକ୍ସଲ ନିହତ

March 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନକ୍ସଲ ମୁକ୍ତ ଭାରତ
ଲାଲ କରିଡରରୁ ନକ୍ସଲମୁକ୍ତ ଭାରତ ପର୍ଯ୍ୟନ୍ତ: 126 ରୁ 11 କୁ ଖସିଲା ନକ୍ସଲ ପ୍ରଭାବିତ ଜିଲ୍ଲା ସଂଖ୍ୟା

ନୂଆଦିଲ୍ଲୀ: ଛତିଶଗଡର ବିଜାପୁରରୁ ତିନିଜଣ ନକ୍ସଲଙ୍କ ମୃତ୍ୟୁ ଖବର ଆସୁଛି। ପୂର୍ବରୁ ଏହି ଏନକାଉଣ୍ଟରରେ ଯବାନମାନେ ଦୁଇ ଜଣ ନକ୍ସଲଙ୍କୁ ନିହତ କରିଥିଲେ ଏବଂ ପରେ ଆଉ ଜଣେ ନକ୍ସଲଙ୍କ ମୃତ୍ୟୁ ହୋଇଥିଲା। ଯେଉଁ କାରଣରୁ ମୃତ୍ୟୁବରଣ କରିଥିବା ନକ୍ସଲମାନଙ୍କ ସଂଖ୍ୟା ତିନିରେ ପହଞ୍ଚିଥିଲା।

ବିଜାପୁର-ଦନ୍ତେୱାଡା ସୀମାରେ ନକ୍ସଲମାନଙ୍କ ବିରୋଧରେ ଏକ ବଡ ଅପରେସନ୍ ଚାଲିଛି। ଏହି ତିନିଟି ଜିଲ୍ଲାର ଏସପିଙ୍କ ତତ୍ତ୍ବାବଧାନରେ ଏହି ନକ୍ସଲ ବିରୋଧୀ ଅପରେସନ ଚାଲିଛି।

chhatishagada dantewada encounter
Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Latest News

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.