Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମଲା ପଲଙ୍କ ତାମିଲ ଫିଲ୍ମ ଆଡାଇର ଟିଜର ରିଲିଜ୍‌ : ସାମନ୍ଥା ଏବଂ କରଣ ଜୋହରଙ୍କ ପ୍ରଶଂସା
ଆଜିର ଖବର

ଆମଲା ପଲଙ୍କ ତାମିଲ ଫିଲ୍ମ ଆଡାଇର ଟିଜର ରିଲିଜ୍‌ : ସାମନ୍ଥା ଏବଂ କରଣ ଜୋହରଙ୍କ ପ୍ରଶଂସା

June 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲୁଗୁ ଅଭିନେତ୍ରୀ ଆମଲା ପଲ ଦୀର୍ଘ ୧ ବର୍ଷର ବ୍ୟବଧାନ ପରେ ସିଲ୍‌ଭର ସ୍କ୍ରିନ୍‌କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ମଙ୍ଗଳବାର ରାତିରେ ଆମଲାଙ୍କ ଅଭିନୀତ ଆଡାଇର ଟିଜର ରିଲିଜ୍‌ ହେବା ପରେ ସାମନ୍ଥା ରଥ୍‌ ପ୍ରଭୁ ଏବଂ କରଣ ଜୋହର ଏହାକୁ ପ୍ରଶଂସା କରିଛନ୍ତି । ୧ ମିନିଟ୍‌ର ଏହି ଟିଜରଟି ଜିନ୍‌ ପଲ୍‌ ସାର୍ଟ୍ରେଙ୍କ ଏକ ପଙ୍କ୍ତିରୁ ଆରମ୍ଭ ହୋଇଛି । ଯାହା ତୁମ ସହିତ ଘଟିଛି ତୁମେ ତାକୁ କିପରି ଜୀବନରେ ଲଗାଉଛ ତାହା ହେଉଛି ସ୍ବାଧୀନତା । ଫିଲ୍ମର କାହାଣୀ ସମ୍ପର୍କରେ ଟିଜରରେ କୌଣସି ସ୍ପଷ୍ଟ ସୂଚନା ମିଳୁନାହିଁ । ଜଣେ ଝିଅ ନିଖୋଜ ଥିବା ବେଳେ ଖୋଜିବା ପାଇଁ ପୋଲିସ୍‌ ନିକଟରେ ମାର ଅଭିଯୋଗ ଉପରେ କାହାଣୀ ରହିଛି । ଏହା ସହିତ ଏହି ଫିଲ୍ମରେ ସମ୍ପୂର୍ଣ୍ଣ ଟପ୍‌ଲେସ୍‌ ଅବତାରରେ ନଜର ଆସିଛନ୍ତି ଆମଲା ପଲ୍‌ । ତେଲୁଗୁ ଅଭିନେତ୍ରୀ ସାମନ୍ଥା ରଥ ପ୍ରଭୁ ଏବଂ ବଲିଉଡ୍‌ ନିର୍ଦ୍ଦେଶକ କରଣ ଜୋହର ଏହି ଟିଜର ଏବଂ ଆମଲାଙ୍କ ଅଭିନୟକୁ ଢେର ପ୍ରଶଂସା କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସିନ୍ଦୁରରେ ପାକିସ୍ତାନକୁ ହୋଇଥିଲା ବଡ କ୍ଷତି’: ଲସ୍କର କମାଣ୍ଡରଙ୍କ ସ୍ୱୀକାରୋକ୍ତି

September 19, 2025

ଆଜି ଓମାନ ବିପକ୍ଷରେ ଏହି ଖେଳାଳିଙ୍କୁ ସୁଯୋଗ ଦେଇପାରେ ଟିମ୍ ଇଣ୍ଡିଆ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

September 19, 2025

କୌଣସି ସ୍ଥାନକୁ ଯିବାର ଆବଶ୍ୟକତା ନାହିଁ, ଏବେ ଡାକଘରେ ମିଳିବ BSNL ସିମ୍

September 19, 2025

ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ୍ ବୋର୍ଡ ବିରୋଧରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ: ଚିଠି ଲେଖିଲା ICC

September 19, 2025
Latest News

‘ଅପରେସନ ସିନ୍ଦୁରରେ ପାକିସ୍ତାନକୁ ହୋଇଥିଲା ବଡ କ୍ଷତି’: ଲସ୍କର କମାଣ୍ଡରଙ୍କ ସ୍ୱୀକାରୋକ୍ତି

September 19, 2025

ରାହୁଲ ଗାନ୍ଧୀଙ୍କ ‘ଭୋଟ୍ ଚୋରି’ର ଅଭିଯୋଗ ଉପରେ ଏନଡିଏ ନେତା କ୍ଷୁବ୍ଧ, ଜାଣନ୍ତୁ କ’ଣ କହିଲା ଆରଜେଡି?

September 19, 2025

ଆଜି ଓମାନ ବିପକ୍ଷରେ ଏହି ଖେଳାଳିଙ୍କୁ ସୁଯୋଗ ଦେଇପାରେ ଟିମ୍ ଇଣ୍ଡିଆ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

September 19, 2025

କୌଣସି ସ୍ଥାନକୁ ଯିବାର ଆବଶ୍ୟକତା ନାହିଁ, ଏବେ ଡାକଘରେ ମିଳିବ BSNL ସିମ୍

September 19, 2025

ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ୍ ବୋର୍ଡ ବିରୋଧରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ: ଚିଠି ଲେଖିଲା ICC

September 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.