Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିର ଜାରି ହେଲା ୫ମ ପ୍ରାର୍ଥୀ ତାଲିକା: ପଢନ୍ତୁ ଓଡ଼ିଶାରେ କାହାକୁ ମିଳିଲା କେଉଁ ଆସନ
ଆଜିର ଖବର

ବିଜେପିର ଜାରି ହେଲା ୫ମ ପ୍ରାର୍ଥୀ ତାଲିକା: ପଢନ୍ତୁ ଓଡ଼ିଶାରେ କାହାକୁ ମିଳିଲା କେଉଁ ଆସନ

March 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ବିଜେପି ପଞ୍ଚମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପଞ୍ଚମ ତାଲିକାରେ ୧୧୧ ପ୍ରାର୍ଥୀଙ୍କ ନାମ ବିଜେପି ପ୍ରକାଶ କରିଛି।

ଏଥର ତାଲିକାରେ ଓଡ଼ିଶାରୁ ୧୮ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରୁ ଅପରାଜିତା ଷଡଙ୍ଗୀ, ପୁରୀରୁ ସମ୍ବିତ ପାତ୍ର, ସମ୍ବଲପୁରରୁ ଧର୍ମେନ୍ଦ୍ର ପ୍ରଧାନ ରହିଛନ୍ତି।

ସେହିପରି ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାୟକ, ମୟୁରଭଞ୍ଜରୁ ନବ ଚରଣ ମାଝି, ବାଲେଶ୍ୱରରୁ ପ୍ରତାପ ଚନ୍ଦ୍ର ଷଡଙ୍ଗି, ଭଦ୍ରକରୁ ଅଭିମନ୍ୟୁ ସେଠି, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବଲାଙ୍ଗିରରୁ ସଙ୍ଗିତା କୁମାରୀ ସିଂଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ଜଗତସିଂହପୁରରୁ ବିଭୁ ପ୍ରସାଦ ତରାଇ, ଆସ୍କା ଅନିତା ଶୁଭଦର୍ଶିନୀ, ବ୍ରହ୍ମପୁରରୁ ପ୍ରଦୀପ କୁମାର ପାଣିଗ୍ରାହି ଓ କୋରାପୁଟରୁ କାଲେରାମ ମାଝି।

 

Election2024 Lok Sabha Election Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026
Latest News

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.