Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାହ ବନ୍ଧନରେ ବାନ୍ଧି ହେଲେ ଟିଏମ୍‌ସି ସାଂସଦ ନୁସରତ ଜହାଁ
ଆଜିର ଖବର

ବିବାହ ବନ୍ଧନରେ ବାନ୍ଧି ହେଲେ ଟିଏମ୍‌ସି ସାଂସଦ ନୁସରତ ଜହାଁ

June 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
tmc mp nusrat jahan marraige ceremony
tmc mp nusrat jahan marraige ceremony

ଅଭିନେତ୍ରୀରୁ ସାଂସଦ ହୋଇଥିବା ନୁସରତ୍‌ ଜହାଁ  ପରିଣୟ ସୂତ୍ରରେ ବାନ୍ଧି ହୋଇଛନ୍ତି। କଲିକତାର ବିଜିନେସ୍‌ମ୍ୟାନ୍‌ ନିଖିଲ୍‌ ଜୈନ୍‌ଙ୍କୁ ବିବାହ କରିଛନ୍ତି ଏହି ଟିଏମ୍‌ସି ସାଂସଦ। ତୁର୍କୀର ଓ୍ବଡରୁମ୍‌ଠାରେ ହିନ୍ଦୀ ରୀତିରେ ବାହାଘର ସମ୍ପୂର୍ଣ୍ଣ ହୋଇଛି। ବିବାହର ଫଟୋକୁ ନୁସରତ୍‌ ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ସେୟାର କରିଛନ୍ତି। ଏହି ବିବାହ ଉତ୍ସବରେ ପରିବାରର କିଛି ସଦସ୍ୟଙ୍କ ସହ ଅଳ୍ପ କିଛି ଘନିଷ୍ଠ ବନ୍ଧୁ ଉପସ୍ଥିତ ରହିଥିଲେ। ଏହି ବିବାହ ଉତ୍ସବରେ ଟିଏମ୍‌ସିର ଅନ୍ୟତମ ସାଂସଦ ମିମି ଚକ୍ରବର୍ତ୍ତୀ ମଧ୍ୟ ସାମିଲ୍‌ ହୋଇଥିଲେ। ନୁସରତ୍‌ ପଶ୍ଚିମବଙ୍ଗର ବସୀରହାଟରୁ ସାଂସଦ ରୂପେ ନିର୍ବାଚିତ ହୋଇଛନ୍ତି। ସେ ବିଜେପିର ସାୟନ୍ତନ ବସୁଙ୍କୁ ୩,୫୦,୩୬୯ ଭୋଟ୍‌ରେ ହରାଇଥିଲେ। ‘ଖୋଖା ୪୨୦’, ‘ଖିଲାଡି’, ‘ସୋନ୍ଧେ ନମାର ଆଗେୟ ପରି ଫିଲ୍ମରେ ଅଭିନୟ କରି ବେଶ୍‌ ଲୋକପ୍ରିୟତା ପାଇଥିଲେ ନୁସରତ୍‌। ଏହା ସହିତ ସୋସିଆଲ ମିଡ଼ିଆରେ ବେଶ୍‌ ସକ୍ରିୟ ରହିଛନ୍ତି ଏହି ଅଭିନେତ୍ରୀ ତଥା ସାଂସଦ ଜଣକ।

Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.