Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେଜ୍ରିୱାଲଙ୍କ ଗିରଫଦାରୀ ପ୍ରସଙ୍ଗ: ଜର୍ମାନୀ ପରେ ଆମେରିକାର ଆସିଲା ଏଭଳି ବିବୃତ୍ତି
ଆଜିର ଖବର

କେଜ୍ରିୱାଲଙ୍କ ଗିରଫଦାରୀ ପ୍ରସଙ୍ଗ: ଜର୍ମାନୀ ପରେ ଆମେରିକାର ଆସିଲା ଏଭଳି ବିବୃତ୍ତି

March 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ / ୱାଶିଂଟନ୍: ଦିଲ୍ଲୀର ଏକ୍ସାଇଜ୍ ପଲିସି ସ୍କାମରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ସମ୍ପ୍ରତି, କେଜ୍ରିୱାଲ ୭ ଦିନ ପାଇଁ ଇଡି ହେପାଜତରେ ଅଛନ୍ତି। ଆମେରିକା ମଧ୍ୟ ଏହି ସମଗ୍ର ବିଷୟ ଉପରେ ନଜର ରଖିଛି। ଆମେରିକା ବୈଦେଶିକ ବିଭାଗ କହିଛି ଯେ, ଆମେ ଭାରତ ସରକାରଙ୍କୁ ଏକ ଉଚିତ ଏବଂ ସ୍ୱଚ୍ଛ ଆଇନଗତ ପ୍ରକ୍ରିୟା ପାଇଁ ଆଶା କରୁଛୁ। ଏହା ପୂର୍ବରୁ ନାଗରିକତା ସଂଶୋଧନ ଆଇନ ଯଥା CAA ସମ୍ବନ୍ଧରେ ଆମେରିକା ଏକ ବିବୃତ୍ତି ଦେଇଥିଲା।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ମାମଲାରେ ନ୍ୟୁଜ୍ ଏଜେନ୍ସି ‘ରଏଟର୍ସ’କୁ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ଆମେରିକାର ବୈଦେଶିକ ବିଭାଗ ମୁଖପାତ୍ର କହିଛନ୍ତି ଯେ, “ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀ ଉପରେ ଆମେ ତୀକ୍ଷ୍ଣ ନଜର ରଖିଛୁ। ଏଥିପାଇଁ ଏକ ସ୍ୱଚ୍ଛ ଆଇନଗତ ପ୍ରକ୍ରିୟା ଆଶା କରୁଛୁ।

aap Arvind Kejriwal Delhi Excise Policy Case Delhi Liquor Policy Case Enforcement Directorate
Share. Facebook Twitter LinkedIn Email WhatsApp Copy Link

Related Posts

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026
Latest News

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.