Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଙ୍ଗୀରେ ଅଘଟଣ: ପୋଖରୀରେ ବୁଡି ନାବାଳକ ଛାତ୍ରର ମୃତ୍ୟୁ
ଆଜିର ଖବର

ଟାଙ୍ଗୀରେ ଅଘଟଣ: ପୋଖରୀରେ ବୁଡି ନାବାଳକ ଛାତ୍ରର ମୃତ୍ୟୁ

March 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ରାହ୍ମଣ ଡିହ ଗ୍ରାମରେ ଏକ ବଡ ଅଘଟଣ ଘଟିଛି। ପୋଖରୀରେ ଗାଧୋଇବା ବେଳେ ଜଣେ ନାବାଳକ ଛାତ୍ରର ମୃତ୍ୟୁ ହୋଇଛି।

ସୂଚନା ଅନୁଯାୟୀ, ବ୍ରାହ୍ମଣ ଡିହ ଗ୍ରାମର ଲୋକନାଥ ମୁଦୁଲି ନାମକ ଜଣେ ନାବାଳକ ଛାତ୍ର ଗାଧୋଇବା ପାଇଁ ପୋଖରୀକୁ ଯାଇଥିଲେ। ବଡ଼ ଭାଇ ସୋମନାଥ ମୁଦୁଲି (୧୪ ବର୍ଷ) ଙ୍କ ସହ ଲୋକନାଥ ପୋଖରୀରେ ଗାଧୋଉଥିଲେ। ହେଲେ ସେ ପୋଖରୀରେ ବୁଡିଯିବାରୁ ବଡ ଭାଇ ସୋମନାଥ ଘରକୁ ଯାଇ ପରିବାର ଲୋକଙ୍କୁ ଜଣାଇଥିଲେ।

ସ୍ଥାନୀୟ ଲୋକଙ୍କ ସହାୟତାରେ ଲୋକନାଥଙ୍କୁ ପାଣିରୁ ଉଦ୍ଧାର କରି ଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କକରିଥିଲେ। ହେଲେ ସେତେବେଳେକୁ ବିଳମ୍ବ ହୋଇଯାଇଥିଲା, ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଟାଙ୍ଗୀ ପୋଲିସ ମୃତଦେହ ଜବତ କରି ତଦନ୍ତ କରୁଛି।

ଉଲ୍ଲେଖ ଯୋଗ୍ୟ ଯେ, ଲୋକନାଥଙ୍କ ବୟସ ୧୧ ବର୍ଷ ହୋଇଥିବା ବେଳେ ସେ ବ୍ରାହ୍ମଣ ଡିହ ପ୍ରାଥମିକ ବିଦ୍ୟାଳୟରେ ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିଲେ। ଲୋକନାଥର ମୃତ୍ୟୁ ଖବର ଶୁଣି ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଟାଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.