Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ସତ୍ୟ ନାରାୟଣଙ୍କୁ ଭରସା କଲେ ନବୀନ: ରଣପୁର ବିଧାନସଭା ଆସନ ପାଇଁ ଟିକେଟ ଦେଲା ବିଜେଡ଼ି
ଆଜିର ଖବର

ପୁଣି ସତ୍ୟ ନାରାୟଣଙ୍କୁ ଭରସା କଲେ ନବୀନ: ରଣପୁର ବିଧାନସଭା ଆସନ ପାଇଁ ଟିକେଟ ଦେଲା ବିଜେଡ଼ି

March 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଐତିହାସିକ ଗଡ଼ ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ ସତ୍ୟ ନାରାୟଣ ପ୍ରଧାନଙ୍କ ଉପରେ ପୁନର୍ବାର ବିଜେଡି ସୁପ୍ରିମୋ ଭରସା କରିଛନ୍ତି। ରଣପୁର ନିର୍ବାଚନ ମଣ୍ଡଳୀର ବିକାଶ କରିବା ପାଇଁ ପୁଣି ସତ୍ୟ ନାରାୟଣ ପ୍ରଧାନଙ୍କୁ ବିଜେଡି ଦଳ ବିଧାୟକ ଟିକେଟ ଦେଇଛି। ଏହି ଖବର ରଣପୁର ଞ୍ଚଳରେ ପ୍ରକାଶ ପାଇବା ପରେ ସ୍ଥାନୀୟ ଲୋକ ମାନଙ୍କ ମଧ୍ୟରେ ଖେଳି ଯାଇଛି ଖୁସିର ଲହରୀ।

ସ୍ଥାନୀୟ ଲୋକମାନଙ୍କ ସହ ଦଳୀୟ କର୍ମୀ ମାନେ ମିଠା ଖୁଆଇ ଖୁସି ମନାଇଛନ୍ତି। ରଣପୁର ନିର୍ବାଚନ ମଣ୍ଡଳୀର ରାଇପଡା ଗ୍ରାମରେ ବିଧାୟକ ପ୍ରାର୍ଥୀ ସତ୍ୟ ନାରାୟଣ ପ୍ରଧାନଙ୍କୁ ଦଳୀୟ କର୍ମୀମାନେ ପୁଷ୍ପ ଗୁଚ୍ଛ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ଉଦ୍ଦୀପନା ଦ୍ୱଗୁଣିତ ହୋଇଥିବା ଦେଖିବାକୁ ମିଳିଛି।

ନବୀନ ପଟ୍ଟନାୟକ ବିଜେଡ଼ି ସୁପ୍ରିମୋ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.