Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଧାରଣ ନିର୍ବାଚନ ୨୦୨୪ ସମ୍ପର୍କିତ ଗଣମାଧ୍ୟମ ସୁବିଧା ପୋର୍ଟାଲର ଶୁଭାରମ୍ଭ କଲା ପିଆଇବି
ଆଜିର ଖବର

ସାଧାରଣ ନିର୍ବାଚନ ୨୦୨୪ ସମ୍ପର୍କିତ ଗଣମାଧ୍ୟମ ସୁବିଧା ପୋର୍ଟାଲର ଶୁଭାରମ୍ଭ କଲା ପିଆଇବି

March 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂଶୋଧିତ ବିଜ୍ଞାପନ ହାର ସହିତ ମୁଦ୍ରିତ ଗଣମାଧ୍ୟମକୁ ସରକାରଙ୍କ ସମର୍ଥନ
ସଂଶୋଧିତ ବିଜ୍ଞାପନ ହାର ସହିତ ମୁଦ୍ରିତ ଗଣମାଧ୍ୟମକୁ ସରକାରଙ୍କ ସମର୍ଥନ

ଭୁବନେଶ୍ଵର: ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ୨୦୨୪ ସାଧାରଣ ନିର୍ବାଚନ ପାଇଁ ରିପୋର୍ଟିଂ କରୁଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କ ପାଇଁ ୱାନ୍ ଷ୍ଟପ୍ ଫେସିଲିଟେସନ୍ ପୋର୍ଟାଲ ଭାବରେ ଅନେକ ବୈଶିଷ୍ଟ୍ୟ ଥିବା ଏକ ମାଇକ୍ରୋସାଇଟ୍ https://pib.gov.in/elect2024/index.aspx ଆରମ୍ଭ କରିଛି। ପୋର୍ଟାଲର ନିମ୍ନଲିଖିତ ବୈଶିଷ୍ଟ୍ୟ ରହିଛି।

୧. ଏକ ଡିଜିଟାଲ ଫ୍ଲିପ୍ ବୁକ୍: ଏଥିରେ ବିଭିନ୍ନ ଆକର୍ଷଣୀୟ ବିଶ୍ଳେଷଣ ଏବଂ ଡାଟା ସମୃଦ୍ଧ ବୈଶିଷ୍ଟ୍ୟ ଅନ୍ତର୍ଭୁକ୍ତ। ଗଣମାଧ୍ୟମ ପ୍ରତିନିଧିମାନେ ଏହି ସୂଚନାକୁ ସେମାନଙ୍କ ଲେଖାରେ ବ୍ୟବହାର କରିପାରିବେ।

୨. ଉପଯୋଗୀ ଲିଙ୍କ ପ୍ରଦାନ କରାଯାଇଛି ଯାହା ମାଧ୍ୟମରେ ସାମ୍ବାଦିକମାନେ ଇସିଆଇ ୱେବସାଇଟର ପ୍ରାସଙ୍ଗିକ ଅଂଶକୁ ନେଭିଗେଟ୍ କରିପାରିବେ।

୩. ରେଫରେନ୍ସ ଭାବେ ଏବଂ ସହଜରେ ହାସଲ କରାଯାଇପାରୁଥିବା ତଥ୍ୟ ରୂପରେ ବିଭିନ୍ନ ପ୍ରକାର ସୂଚନା ବା ଇନଫୋଗ୍ରାଫିକ୍ସ ଦିଆଯାଇଛି।

୪. ସାଧାରଣ ନିର୍ବାଚନ ୨୦୨୪ର ବିଭିନ୍ନ ପର୍ଯ୍ୟାୟର କାର୍ଯ୍ୟସୂଚୀ ସମ୍ପର୍କରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଏକ ରେକନର୍ (ଗଣନା ତଥ୍ୟ) ପ୍ରଦାନ କରାଯାଇଛି।

୫. ଇସିଆଇ ବିଜ୍ଞପ୍ତି ବିଷୟରେ ଅପଡେଟ୍ ରିୟଲ୍ ଟାଇମ୍ ଆଧାରରେ ଅପଲୋଡ୍ କରାଯାଇଛି।

୬. ସହଜରେ ଯୋଗାଯୋଗ କରିବା ପାଇଁ ଜାତୀୟ ଓ ରାଜ୍ୟସ୍ତରୀୟ ଭାରତୀୟ ନିର୍ବାଚନ ଅଧିକାରୀଙ୍କ ବିଷୟରେ ବିଭିନ୍ନ ସୂଚନା ଦିଆଯାଇଛି।

୭. ମିଡିଆ ଗାଇଡ୍ ସମେତ ଇସିଆଇ ନିର୍ଦ୍ଦେଶାବଳୀର ଏକ ସଂକଳନ ସହଜରେ ଉପଲବ୍ଧ କରା ଯାଇଛି।

୮. ଗଣମାଧ୍ୟମ କର୍ମଚାରୀଙ୍କୁ ସଦ୍ୟତମ ଘଟଣାକ୍ରମ ସମ୍ପର୍କରେ ଅବଗତ କରାଯିବ।

election 2024 PIB portal
Share. Facebook Twitter LinkedIn Email WhatsApp Copy Link

Related Posts

ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ

May 6, 2026

ଥାନା ଆଗରୁ ଯୁବକଙ୍କୁ ଅପହରଣ

May 6, 2026

ଥରେ ଦଳର ପୋଷ୍ଟର ବୟ, କିନ୍ତୁ ଏବେ…: ​​ଅନ୍ନାମଲାଇଙ୍କ ଅନୁପସ୍ଥିତି ବିଜେପି ଉପରେ ଗମ୍ଭୀର ପ୍ରଶ୍ନ

May 6, 2026

ଏଣିକି ଚିଲିକା ହ୍ରଦରେ ବାଧ୍ୟତାମୂଳକ ହେବ ଜୀବନ ରକ୍ଷାକାରି ଜ୍ୟାକେଟ ଏବଂ ଭାସମାନ ବଳୟ

May 6, 2026
Latest News

ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ

May 6, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ଥାନା ଆଗରୁ ଯୁବକଙ୍କୁ ଅପହରଣ

May 6, 2026

ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବଡ଼ ଦାବି କଲେ ନବୀନ

May 6, 2026

ଥରେ ଦଳର ପୋଷ୍ଟର ବୟ, କିନ୍ତୁ ଏବେ…: ​​ଅନ୍ନାମଲାଇଙ୍କ ଅନୁପସ୍ଥିତି ବିଜେପି ଉପରେ ଗମ୍ଭୀର ପ୍ରଶ୍ନ

May 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.