Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିବେ ନିର୍ବାଚନ ଆୟୋଗ
ଆଜିର ଖବର

ଆଜି ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିବେ ନିର୍ବାଚନ ଆୟୋଗ

March 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୮୮ଟି ସଂସଦୀୟ କ୍ଷେତ୍ର ପାଇଁ ଆସନ୍ତାକାଲି ଅର୍ଥାତ ୨୮ ମାର୍ଚ୍ଚ ୨୦୨୪ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଦ୍ୱିତୀୟ ପର୍ଯ୍ୟାୟରେ ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ ମଣ୍ଡଳୀରେ ଆଂଶିକ ମତଦାନ ସହିତ ଉପରୋକ୍ତ ୮୮ଟି ସଂସଦୀୟ କ୍ଷେତ୍ରରେ ନିର୍ବାଚନ ଆୟୋଜନ କରାଯିବ। ବାହ୍ୟ ମଣିପୁର ସଂସଦୀୟ କ୍ଷେତ୍ରର ବିଜ୍ଞପ୍ତିକୁ ପ୍ରଥମ ପର୍ଯ୍ୟାୟ ପାଇଁ ଜାରି ଗେଜେଟ୍‌ ବିଜ୍ଞପ୍ତିରେ ସାମିଲ କରାଯାଇଥିଲା। ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ କ୍ଷେତ୍ରର ୧୫ଟି ବିଧାନସଭା କ୍ଷେତ୍ରରେ ୧୯ ଏପ୍ରିଲ ୨୦୨୪ (ପର୍ଯ୍ୟାୟ ୧)ରେ ମତଦାନ ହେବ ଏବଂ ଏହି ସଂସଦୀୟ ନିର୍ବାଚନ ମଣ୍ଡଳୀର ୧୩ଟି ବିଧାନସଭା କ୍ଷେତ୍ରରେ ୨୬ ଏପ୍ରିଲ୍‌ ୨୦୨୪ (ଦ୍ୱିତୀୟ ପର୍ଯ୍ୟାୟ)ରେ ମତଦାନ ହେବ।

ଦ୍ୱିତୀୟ ପର୍ଯ୍ୟାୟରେ ସାମିଲ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ହେଉଛି – ଆସାମ, ବିହାର, ଛତିଶଗଡ଼, ଜାମ୍ମୁ ଓ କାଶ୍ମୀର, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତ୍ରିପୁରା, ଉତ୍ତର ପ୍ରଦେଶ ଓ ପଶ୍ଚିମବଙ୍ଗ। ଏହାବ୍ୟତୀତ ମଣିପୁରର ଗୋଟିଏ ସଂସଦୀୟ କ୍ଷେତ୍ର (ବାହ୍ୟ ମଣିପୁର)ର ଗୋଟିଏ ଭାଗ।

ପର୍ଯ୍ୟାୟ ୨ ପାଇଁ କାର୍ଯ୍ୟସୂଚୀ ନିମ୍ନରେ ଦିଆଯାଇଛି –

election 2024 election comissioner Lok Sabha Election notification
Share. Facebook Twitter LinkedIn Email WhatsApp Copy Link

Related Posts

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026
Latest News

ଫ୍ରାନ୍ସରେ ହିଂସା ଓ ଅରାଜକତା: ୧୨୦୦ରୁ ଅଧିକ ଗିରଫ

October 18, 2026

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

Odisha Governor Oath Ceremony: ଓଡିଶାର ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ ରାମ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.