Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ବିଜେପିରେ ସାମିଲ ହେବେ କଟକ ସାଂସଦ ଭର୍ତ୍ତୁହରି ମହତାବ !!
ଆଜିର ଖବର

Breaking News: ବିଜେପିରେ ସାମିଲ ହେବେ କଟକ ସାଂସଦ ଭର୍ତ୍ତୁହରି ମହତାବ !!

March 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ସାମିଲ ହେବେ କଟକ ସାଂସଦ ଭର୍ତ୍ତୁହରି ମହତାବ !!

ଭୁବନେଶ୍ବର: କଟକ ସାଂସଦ ଭର୍ତ୍ତୁହରି ମହତାବ ବିଜେପିରେ ସାମିଲ ହେବେ। ସେ ନୂଆଦିଲ୍ଲୀରେ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଦଳରେ ସାମିଲ ହେବେ। ଆଜି ସେ ବିଜେପିରେ ସାମିଲ ହେବେ ବୋଲି ଜଣାପଡିଛି। ସେ ନିକଟରେ ବିଜେଡିରୁ ଇସ୍ତଫା ପ୍ରଦାନ କରିଛନ୍ତି। ଏହାପରେ ସେ ବିଜେପିକୁ ଯିବେ ବୋଲି ଅନୁମାନ କରାଯାଇଛି।

ଭର୍ତ୍ତୁହରିଙ୍କ ଉପରେ ବିଜେଡି ଖୁସି ନ ଥିଲା। ସେଥିପାଇଁ ଦଳ ଏଥର ତାଙ୍କୁ ଟିକେଟ ଦେବ ନାହିଁ ବୋଲି ପୂର୍ବରୁ ଜଣାପଡିଥିଲା। ଏହାର ଆଭାସ ପାଇବା ପରେ ଭର୍ତ୍ତୁହରି ବିଜେଡିରୁ ଇସ୍ତଫା ପ୍ରଦାନ କରିଛନ୍ତି। ଏହା ସହିତ ଭର୍ତ୍ତୁହରିଙ୍କର ବିଜେପି ଶୀର୍ଷ ନେତୃତ୍ବଙ୍କ ସହିତ ଭଲ ସଂପର୍କ ରହିଛି। ସେ କଟକ ଲୋକସଭା ଆସନରୁ ଏଥର ବିଜେପି ପ୍ରାର୍ଥୀ ହେବେ ବୋଲି ଜଣାପଡିଛି।

odishaelection2024 ଓଡିଶାନିର୍ବାଚନ2024 ଭର୍ତ୍ତୁହରି ମହତାବ ସାଂସଦ ଭର୍ତ୍ତୁହରି ମହତାବ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026
Latest News

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026

ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ବାଚସ୍ପତି ଓ ବିଧାନସଭା ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍, ୨୯ରେ ପରବର୍ତ୍ତୀ ଶୁଣାଣି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.