Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେବ ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା
ଆଜିର ଖବର

ଘୋଷଣା ହେବ ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

March 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେବ ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଆଜି ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଆସିବ। ଏ ନେଇ ବିଜେଡି ଆଶାୟୀଙ୍କ ଛାତିରେ ଛନକା ପଶିଗଲାଣି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ପର୍ଯ୍ୟାୟରେ ଉଭୟ ବିଧାନସଭା ଓ ଲୋକସଭା ପ୍ରାର୍ଥୀ ଘୋଷଣା କରିଛନ୍ତି। ଏହି ଦୁଇଟି ପର୍ଯ୍ୟାୟରେ ମୋଟ 72 ଟି ବିଧାନସଭା ଏବଂ 15ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି।

ବର୍ତ୍ତମାନ ବିଜେଡିର ଆଉ 75 ଟି ବିଧାନସଭା ଏବଂ 6 ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିବାକୁ ବାକି ରହିଲା। ଏହି ଆସନ ପାଇଁ ଦଳ ତରଫରୁ କାର୍ତ୍ତିକ ପାଣ୍ଡିଆନ ଏବଂ ପ୍ରଣବ ପ୍ରକାଶ ଦାସ ଦିନରାତି କସରତ କରିବାରେ ଲାଗିଛନ୍ତି। ଯଦି କାହାକୁ ନବୀନ ନିବାସରୁ ଡକରା ଆସୁଛି ତେବେ ବିରୋଧୀ ଗୋଷ୍ଠି ବିରୋଧ ଆରମ୍ଭ କରିଦେଉଛନ୍ତି। ଫଳରେ ସେମାନଙ୍କୁ ମ୍ୟାନେଜ କରିବା ଦଳ ପାଇଁ କଷ୍ଟକର ହୋଇପଡୁଛି।

BJD Election2024 ଓଡିଶାନିର୍ବାଚନ2024 ନିର୍ବାଚନ2024 ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026
Latest News

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.