Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିରେ ଯୋଗଦେଲେ କଂଗ୍ରେସର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ
ଆଜିର ଖବର

ବିଜେଡିରେ ଯୋଗଦେଲେ କଂଗ୍ରେସର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ

March 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡିରେ ଯୋଗଦେଲେ କଂଗ୍ରେସର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ

ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ। ସେ ବଲାଙ୍ଗିର ଜିଲ୍ଲା କଂଗ୍ରେସର ସଭାପତି ଥିଲେ। ଗତକାଲି ସେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଥିଲେ। ଆଜି ସେ ଶଙ୍ଖ ଭବନରେ ବିଜେଡିର ସଦସ୍ୟତା ଗ୍ରହଣ କରିଛନ୍ତି।

ଏହି ମିଶ୍ରଣ ପର୍ବରେ ବଲାଙ୍ଗିର ବିଜେଡି ବିଧାୟିକା ତଥା ମନ୍ତ୍ରୀ ଟୁକୁନି ସାହୁ, ସାଂସଦ ସସ୍ମିତ ପାତ୍ର ପ୍ରମୁଖଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଶ୍ରୀ ଭୋଇଙ୍କ ସହିତ ସେହି ଅଞ୍ଚଳର ବହୁ କର୍ମି ଓ ସରପଞ୍ଚ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି।

ଶ୍ରୀ ଭୋଇ ୧୯୯୫ରୁ ୨୦୦୪ ପର୍ଯ୍ୟନ୍ତ ସଇଁତଳାରୁ ବିଧାୟକ ହୋଇଥିଲେ। ସେହିପରି ୨୦୦୯ରୁ ୨୦୧୪ ଯାଏଁ ଟିଟିଲାଗଡ଼ରୁ ବିଧାୟକ ହୋଇଥିଲେ। କଂଗ୍ରେସ ସରକାରରେ ସେ ଜଙ୍ଗଲ ଓ ପରିବେଶ, ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗରେ ମନ୍ତ୍ରୀ ଥିଲେ।

Election2024 ଓଡିଶା ନିର୍ବାଚନ ଓଡିଶା ନିର୍ବାଚନ2024 ବଲାଙ୍ଗିର
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.