Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ୟର୍ଥ ହେଲା କୋହଲିଙ୍କ ଧୂଆଁଧାର ଇନିଂସ: ବେଙ୍ଗାଲୁରୁକୁ ଏକତରଫା ହରାଇଲା କୋଲକାତା
ଆଜିର ଖବର

ବ୍ୟର୍ଥ ହେଲା କୋହଲିଙ୍କ ଧୂଆଁଧାର ଇନିଂସ: ବେଙ୍ଗାଲୁରୁକୁ ଏକତରଫା ହରାଇଲା କୋଲକାତା

March 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ପୁଣି ଥରେ ନିଜ ଘରୋଇ ଗ୍ରାଉଣ୍ଡରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) କୁ ପରାସ୍ତ କରିବାରେ ସଫଳ ହୋଇଛି। ୨୦୧୫ ରେ ଘରୋଇ ଗ୍ରାଉଣ୍ଡରେ ଆର.ସି.ବି. କେକେଆର୍ ବିରୋଧରେ ଶେଷ ଥର ପାଇଁ ମ୍ୟାଚ ଜିଟିଟିଲା। ଭେଙ୍କଟେଶ ଆୟର କୋଲକାତା ପାଇଁ ୫୦ ରନର ସବୁଠାରୁ ବଡ ଇନିଂସ ଖେଳିଥିଲେ। ଏହି ବିଜୟ ସହିତ କେକେଆର କୋହଲିଙ୍କ ଧୂଆଁଧାର ଇନିଂସକୁ ବ୍ୟର୍ଥ କରିଦେଇଛି।

୨୦୨୪ ଆଇପିଏଲ୍ ର ଦଶମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୮୨/୬ ରନ୍ କରିଥିଲା। କୋହଲି ଦଳ ପାଇଁ ୮୩ * (୫୯) ଇନିଂସ ଖେଳି ୪ ଚୌକା ଓ ୪ ଛକା ମାରିଥିଲେ, କିନ୍ତୁ ସେ ଆରସିବିକୁ ବିଜୟ ଆଡକୁ ନେଇପାରିନଥିଲେ। ୨୦୨୪ ଆଇପିଏଲ୍ ର ଏହା ପ୍ରଥମ ମ୍ୟାଚ୍ ଥିଲା ଯେଉଁଥିରେ ଘରୋଇ ଦଳ ପରାଜୟର ସମ୍ମୁଖୀନ ହୋଇଥିଲା। ବେଙ୍ଗାଲୁରୁକୁ କୋଲକାତା ୭ ୱିକେଟରେ ପରାସ୍ତ କରିଥିଲା।

Faf Du Plessis INDIAN PREMIER LEAGUE RCB Vs KKR shreyas iyer
Share. Facebook Twitter LinkedIn Email WhatsApp Copy Link

Related Posts

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026
Latest News

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.