Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜସ୍ଥାନର ଏହି ଦୁଇଟି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ଏହି ଆସନରୁ ସିପି ଯୋଶୀଙ୍କୁ ଟିକେଟ୍
ଆଜିର ଖବର

ରାଜସ୍ଥାନର ଏହି ଦୁଇଟି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ଏହି ଆସନରୁ ସିପି ଯୋଶୀଙ୍କୁ ଟିକେଟ୍

March 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଜସ୍ଥାନର ଦୁଇଟି ଆସନରେ କଂଗ୍ରେସ ପ୍ରାର୍ଥୀ ବଦଳାଇଛି। ରାଜସମନ୍ଦ ଲୋକସଭା ଆସନରୁ ସୁଦର୍ଶନ ରାୱତଙ୍କ ସ୍ଥାନରେ ଦାମୋଦର ଗୁର୍ଜରଙ୍କୁ ଟିକେଟ୍ ଦିଆଯାଇଛି। ଭିଲୱାଡା ଆସନରୁ ଦାମୋଦର ଗୁର୍ଜରଙ୍କ ସ୍ଥାନରେ ବରିଷ୍ଠ ସେନା ତଥା ପୂର୍ବତନ ବକ୍ତା ଡ ସିପି ଯୋଶୀଙ୍କୁ ଟିକେଟ ଦିଆଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ରାଜସ୍ଥାନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ପ୍ରକ୍ରିୟା ଗୁରୁବାର ଠାରୁ ଚାଲିଛି। ଏପର୍ଯ୍ୟନ୍ତ ୧୦ ଜଣ ପ୍ରାର୍ଥୀ ୨୦ ଟି ନାମାଙ୍କନପତ୍ର ଦାଖଲ କରିଛନ୍ତି। ପାଞ୍ଚଟି ଲୋକସଭା ଆସନ ପାଇଁ ଗୋଟିଏ ବି ନାମାଙ୍କନ ହୋଇନାହିଁ। ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ୧୩ ଟି ଲୋକସଭା ଆସନରେ ମତଦାନ ଅନୁଷ୍ଠିତ ହେବ।

Congress Candidate List election 2024 Lok Sabha Election Rajasthan News
Share. Facebook Twitter LinkedIn Email WhatsApp Copy Link

Related Posts

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026

ରାଶିଫଳ: ପାଞ୍ଚୋଟି ରାଶି ପାଇଁ ଅକ୍ଟୋବର ୧୮ ତାରିଖ ହେଉଛି ଶୁଭ ଦିନ

October 18, 2026

ପୂଜା ପେଣ୍ଡାଲରେ ଦଳଚକଟା: ୧୭ ଜଣଙ୍କ ମୃତ୍ୟୁ

October 17, 2026

ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ

October 17, 2026
Latest News

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.