Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ଟିମ୍‌କୁ ଝଟ୍‌କା : ଅଭ୍ୟାସ ସମୟରେ ଆହତ ହେଲେ ବିଜୟ ଶଙ୍କର
ଆଜିର ଖବର

ଭାରତୀୟ ଟିମ୍‌କୁ ଝଟ୍‌କା : ଅଭ୍ୟାସ ସମୟରେ ଆହତ ହେଲେ ବିଜୟ ଶଙ୍କର

June 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Vijay Shankar Faces Injury Scare
Vijay Shankar Faces Injury Scare

ଭାରତୀୟ ଟିମ୍‌କୁ ବିଶ୍ବକପ୍‌ରେ ବଡ ଝଟ୍‌କା ଲାଗିଛି । ପୂର୍ବରୁ ଆହତ ହୋଇ ଓପ୍‌ନର ଶିଖର ଧଓ୍ବନ୍‌ ବାଦ୍‌ ପଡିଥିବା ବେଳେ ବର୍ତ୍ତମାନ ଅଲରାଉଣ୍ଡର ବିଜୟ ଶଙ୍କର ଅଭ୍ୟାସ ସମୟରେ ଆହତ ହୋଇଛନ୍ତି । ଶଙ୍କର ଆହତ ହେବା ସହିତ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଖେଳିବା ନେଇ ସନ୍ଦେହ ଦେଖାଦେଇଛି । ବ୍ୟାଟିଂ କରୁଥିବା ସମୟରେ ଜଶପ୍ରୀତ୍‌ ବୁମ୍‌ରାଙ୍କ ବଲ୍‌ ତାଙ୍କ ଗୋଇଠିରେ ବାଜି ଆହତ ହୋଇଛନ୍ତି ବିଜୟ । ରାହୁଲ ଓପନିଂ କରିବା ପରେ ଶଙ୍କର ଚାରି ନମ୍ବର ସ୍ଥାନରେ ବ୍ୟାଟିଂ କରିବା ସହିତ ବୋଲିଂରେ ମଧ୍ୟ ଯୋଗଦାନ ଦେଉଥିଲେ । ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଶଙ୍କର ଦୁଇଟି ଓ୍ବିକେଟ୍‌ ଅକ୍ତିଆର କରିବା ସହିତ 15 ରନ୍‌ କରିଥିଲେ । ଆଘାତ ପ୍ରାପ୍ତ ହୋଇଥିଲେ ମଧ୍ୟ ଯନ୍ତ୍ରଣା କମ୍‌ ରହିଥିବା ନେଇ ଭରତ ଅରୁଣ ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

January 12, 2026

ପିଏମଶ୍ରୀ ଭ୍ରମରବର ସରକାରୀ ଉଚ୍ଚ ବିଦ୍ୟାଳୟ ତମାଣ୍ଡୋରେ ପିଏମ ଶ୍ରୀ ଓ ବାର୍ଷିକ ଉତ୍ସବ ଉଦଯାପିତ

January 12, 2026

ଆଜି ଜାନୁୟାରୀ ୧୨ ତାରିଖ ସୋମବାରରେ ଜାଣନ୍ତୁ ସଂକ୍ଷେପରେ ରାଶିଫଳ, ଭାଗ୍ୟ ଓ ଭବିଷ୍ୟତ

January 12, 2026

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026
Latest News

ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

January 12, 2026

କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

January 12, 2026

ପିଏମଶ୍ରୀ ଭ୍ରମରବର ସରକାରୀ ଉଚ୍ଚ ବିଦ୍ୟାଳୟ ତମାଣ୍ଡୋରେ ପିଏମ ଶ୍ରୀ ଓ ବାର୍ଷିକ ଉତ୍ସବ ଉଦଯାପିତ

January 12, 2026

ଆଜି ଜାନୁୟାରୀ ୧୨ ତାରିଖ ସୋମବାରରେ ଜାଣନ୍ତୁ ସଂକ୍ଷେପରେ ରାଶିଫଳ, ଭାଗ୍ୟ ଓ ଭବିଷ୍ୟତ

January 12, 2026

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.