Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୌଧୁରୀ ଚରଣ ସିଂଙ୍କ ସମେତ ଏହି ବ୍ୟକ୍ତିବିଶେଷମାନଙ୍କୁ ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି
ଆଜିର ଖବର

ଚୌଧୁରୀ ଚରଣ ସିଂଙ୍କ ସମେତ ଏହି ବ୍ୟକ୍ତିବିଶେଷମାନଙ୍କୁ ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି

March 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ଆଜି (୩୦ ମାର୍ଚ୍ଚ ୨୦୨୪)ରେ ଆୟୋଜିତ ଏକ ପାରମ୍ପରିକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିଛନ୍ତି। ସେ ନିମ୍ନ ବ୍ୟକ୍ତିବିଶେଷମାନଙ୍କୁ ଭାରତ ରତ୍ନରେ ସମ୍ମାନିତ କରି ଅଛନ୍ତି:

– ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି. ନରସିଂହ ରାଓଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପୁରସ୍କାର ପ୍ରଦାନ କରାଯାଇଛି। ସ୍ୱର୍ଗତ ପି.ଭି. ନରସିଂହ ରାଓଙ୍କ ପକ୍ଷରୁ ତାଙ୍କ ପୁଅ ପି.ଭି. ପ୍ରଭାକର ରାଓ ଭାରତ ରତ୍ନ ଗ୍ରହଣ କରିଥିଲେ।

– ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କୁ ମରଣୋତ୍ତର ଭାବେ ଭାରତ ରତ୍ନ ପୁରସ୍କାର ପ୍ରଦାନ କରାଯାଇଛି। ସ୍ୱର୍ଗତ ଚୌଧୁରୀ ଚରଣ ସିଂଙ୍କ ପକ୍ଷରୁ ତାଙ୍କ ନାତି ଜୟନ୍ତ ସିଂ ଭାରତ ରତ୍ନ ଗ୍ରହଣ କରିଥିଲେ।

– ବିଶିଷ୍ଟ କୃଷିବୈଜ୍ଞାନିକ ଡକ୍ଟର ଏମ.ଏସ୍‌. ସ୍ୱାମୀନାଥନଙ୍କୁ ମଧ୍ୟ ମରଣୋତ୍ତର ଭାବେ ଭାରତ ରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି। ସ୍ୱର୍ଗତ ଡକ୍ଟର ଏମ.ଏସ୍‌. ସ୍ୱାମୀନାଥନଙ୍କ ପକ୍ଷରୁ ତାଙ୍କ ସୁପୁତ୍ରୀ ଡକ୍ଟର ନିତ୍ୟା ରାଓ ଭାରତ ରତ୍ନ ଗ୍ରହଣ କରିଥିଲେ।

କର୍ପୂରୀ ଠାକୁରଙ୍କୁ ମଧ୍ୟ ମରଣୋତ୍ତୋର ଭାବେ ଭାରତ ରତ୍ନ ପ୍ରଦାନ କରାଯାଇଛି। ସ୍ୱର୍ଗତ କର୍ପୂରୀ ଠାକୁରଙ୍କ ପକ୍ଷରୁ ତାଙ୍କ ପୁଅ ରାମନାଥ ଠାକୁର ଭାରତ ରତ୍ନ ସମ୍ମାନ ଗ୍ରହଣ କରିଥିଲେ।

bharat ratna choudhury charan singh droupadi murmu Karpoori Thakur pv narasingh rao
Share. Facebook Twitter LinkedIn Email WhatsApp Copy Link

Related Posts

ବଢିଲା ତେଲ ଦର: ପେଟ୍ରୋଲ ଲିଟର ପିଛା ୩.୧୪ ଟଙ୍କା, ଡିଜେଲ ୩.୧୧ ଟଙ୍କା ମହଙ୍ଗା

May 15, 2026

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ଗତ ଚାରି ମାସରେ ରେଳବାଇର ସିମେଣ୍ଟ ପରିବହନ ୧୭୦% ବୃଦ୍ଧି

May 15, 2026

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍)

May 15, 2026
Latest News

ବଢିଲା ତେଲ ଦର: ପେଟ୍ରୋଲ ଲିଟର ପିଛା ୩.୧୪ ଟଙ୍କା, ଡିଜେଲ ୩.୧୧ ଟଙ୍କା ମହଙ୍ଗା

May 15, 2026

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ଗତ ଚାରି ମାସରେ ରେଳବାଇର ସିମେଣ୍ଟ ପରିବହନ ୧୭୦% ବୃଦ୍ଧି

May 15, 2026

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍)

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.