Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର 5B ଏବଂ କେଉଁଝର ଲୋକସଭା ନେଇ ହିସାବ ନିକାସ କରୁଛି ବିଜେଡି
ଆଜିର ଖବର

ଓଡିଶାର 5B ଏବଂ କେଉଁଝର ଲୋକସଭା ନେଇ ହିସାବ ନିକାସ କରୁଛି ବିଜେଡି

March 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାର 5B ଏବଂ କେଉଁଝର ଲୋକସଭା ନେଇ ହିସାବ ନିକାସ କରୁଛି ବିଜେଡି

ଭୁବନେଶ୍ବର: ବର୍ତ୍ତମାନ ଓଡିଶାର ସମସ୍ତ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ସେହିପରି 15ଟି ଆସନ ଘୋଷଣା କରିଛି ବିଜେଡି। ଫଳରେ ଏ ପର୍ଯ୍ୟନ୍ତ ଦଳ ଆଉ 6 ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ବାକି ରହିଛି। ସେଗୁଡିକ ହେଲା 5B ଏବଂ କେଉଁଝର ଲୋକସଭା ଆସନ।

5B ଭାବେ ଯେଉଁ ଲୋକସଭା ଆସନ ବାକି ରହିଛି ସେଗୁଡିକ ହେଲା ବଲାଙ୍ଗିର, ବରଗଡ, ବାଲେଶ୍ବର, ଭଦ୍ରକ ଏବଂ ବ୍ରହ୍ମପୁର ସହିତ କେଉଁଝର। ଏହି ଆସନ ନେଇ ବିଜେଡି ତରଫରୁ ଦଳର ନେତା କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା ଜାରୀ ରଖିଛନ୍ତି।

odishaelection2024 OdishaLoksabhaElection ଓଡିଶାନିର୍ବାଚନ2024 ଓଡିଶାଲୋକସଭାନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୁ ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ସାଂଗଠନିକ ଜିଲ୍ଲା କମିଟି ଘୋଷଣା

September 25, 2026

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026

ପାର୍ବଣ ଋତୁରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂଜା ସ୍ପେଶାଲ ଟ୍ରେନ

September 25, 2026

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026
Latest News

ବିଜୁ ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ସାଂଗଠନିକ ଜିଲ୍ଲା କମିଟି ଘୋଷଣା

September 25, 2026

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026

ପାର୍ବଣ ଋତୁରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂଜା ସ୍ପେଶାଲ ଟ୍ରେନ

September 25, 2026

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.