Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହରିଡ଼ାମୂଳ ବଡ଼ଘାଟି ନିକଟରେ ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର: ୨ କିମି ଯାଏଁ ରାସ୍ତାକୁ ସିଲ୍ କଲା ପୋଲିସ
ଆଜିର ଖବର

ହରିଡ଼ାମୂଳ ବଡ଼ଘାଟି ନିକଟରେ ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର: ୨ କିମି ଯାଏଁ ରାସ୍ତାକୁ ସିଲ୍ କଲା ପୋଲିସ

March 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଜାତୀୟ ରାଜପଥ ୧୬ ହରିଡ଼ାମୂଳ ବଡ଼ଘାଟି ନିକଟରେ ଗ୍ୟାସ୍‌ ଟ୍ୟାଙ୍କର ଓଲଟିପଡିଥିବା ସୂଚନା ମିଳିଛି। ଯେଉଁଥିରେ ଗାଡ଼ି ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୨ କିମି ଯାଏଁ ରାସ୍ତାକୁ ପୋଲିସ ସିଲ୍ କରିଛି।

ସୂଚନା ଅନୁଯାୟୀ, ବିଶାଖାପାଟଣାରୁ ଖୋର୍ଦ୍ଧା ଅଭିମୁଖେ ଗ୍ୟାସ ଟ୍ୟାଙ୍କର ଆସୁଥିଲା। କିନ୍ତୁ ହରିଡ଼ାମୂଳ ବଡ଼ଘାଟି ନିକଟରେ ଭାରସମ୍ୟ ହରାଇ ଓଲଟିପଡିଥିଲା। ଖବର ପାଇ ଖଲିକୋଟ ଥାନା ପୋଲିସ, ଛତ୍ରପୁର ଏସ୍ ଡି ପି ଓ ଗୌରହରି ସାହୁ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଆୟତ୍ତ କରିଛନ୍ତି ଓ ଟ୍ୟାଙ୍କର ରୁ ଗ୍ୟାସ ଲିକ୍ ଯୋଗୁଁ ପ୍ରତି ୧୫ ମିନିଟ ଥରେ ଗ୍ୟାସ ଟ୍ୟାଙ୍କରକୁ ପାଣି ପକାଯାଉଛି।

ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ପରେ ଗୁରୁତର ଆହତ ଡ଼୍ରାଇଭରକୁ ଉଦ୍ଧାର କରି ଚିକିତ୍ସା ପାଇଁ ଖଲିକୋଟ ଡାକ୍ତରଖାନାକୁ ପଠାଇଯାଇଛି ଓ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଏହି ଘଟଣା ଘଟିଛି ଓ ଆଜି ବୈଷୟିକ ଟିମ୍ ଆସିବା ପରେ ଟ୍ୟାଙ୍କର ଉଦ୍ଧାର କାର୍ଯକ୍ରମ ଚାଲିଛି।

ଗଞ୍ଜାମ ଜିଲ୍ଲା ଜାତୀୟ ରାଜପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026

ବେଦାନ୍ତ ଗ୍ରୁପ୍ ଉପରେ ED ର କାର୍ଯ୍ୟାନୁଷ୍ଠାନ: ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ଚଢାଉ

June 2, 2026

ହିନ୍ଦୁଙ୍କ ଉପରେ ଆଗତ ପ୍ରସ୍ତାବକୁ ଆମେରିକା ସଂସଦରେ ୩୨ ସାଂସଦଙ୍କ ସମର୍ଥନ

June 2, 2026

ବିଜେପି ଛାଡିବାର କଳ୍ପନାଜଳ୍ପନା ମଧ୍ୟରେ ନୀତିନ ନବୀନଙ୍କୁ ଭେଟିଲେ ଅନ୍ନାମଲାଇ

June 2, 2026
Latest News

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫାଇନାଲ୍ ମ୍ୟାଚ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍

June 2, 2026

ବେଦାନ୍ତ ଗ୍ରୁପ୍ ଉପରେ ED ର କାର୍ଯ୍ୟାନୁଷ୍ଠାନ: ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ଚଢାଉ

June 2, 2026

ହିନ୍ଦୁଙ୍କ ଉପରେ ଆଗତ ପ୍ରସ୍ତାବକୁ ଆମେରିକା ସଂସଦରେ ୩୨ ସାଂସଦଙ୍କ ସମର୍ଥନ

June 2, 2026

ବିଜେପି ଛାଡିବାର କଳ୍ପନାଜଳ୍ପନା ମଧ୍ୟରେ ନୀତିନ ନବୀନଙ୍କୁ ଭେଟିଲେ ଅନ୍ନାମଲାଇ

June 2, 2026

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.