Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏଲ ୨୦୨୪: ହାଇଦ୍ରାବାଦକୁ ୭ ୱିକେଟରେ ପରାସ୍ତ କଲା ଗୁଜୁରାଟ
ଆଜିର ଖବର

ଆଇପିଏଲ ୨୦୨୪: ହାଇଦ୍ରାବାଦକୁ ୭ ୱିକେଟରେ ପରାସ୍ତ କଲା ଗୁଜୁରାଟ

March 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୁଜୁରାଟ ଟାଇଟାନ୍ସ ନିଜ ଘରୋଇ ଗ୍ରାଉଣ୍ଡରେ ୨୦୨୪ ଆଇପିଏଲ ର ଦ୍ୱାଦଶ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୭ ୱିକେଟରେ ପରାସ୍ତ କରିଛି। ପ୍ରଥମେ ବୋଲରମାନେ ଗୁଜୁରାଟ ପାଇଁ ଚମତ୍କାର କରିଥିବା ବେଳେ ବ୍ୟାଟିଂର ମଧ୍ୟ ବ୍ୟାଟରମାନେ ଧୂଆଁଧାର ବ୍ୟାଟିଂ କରି ଟିମକୁ ଜିତାଇଥିଲେ। ଟାର୍ଗେଟକୁ ପିଛା କରି ସାଇ ସୁଦର୍ଶନ ଗୁଜରାଟ ପାଇଁ ୪୫ ରନର ଇନିଂସ ଖେଳିଥିଲେ ଏବଂ ବୋଲିଂରେ ମୋହିତ ଶର୍ମା ସନରାଇଜର୍ସ ଦଳର ୩ ଟି ୱିକେଟ୍ ନେଇ ବଡ ସ୍କୋର କରିବାକୁ ଅଟକାଇଥିଲେ।

ଟସ୍ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୧୬୨/୮ ରନ୍ ସ୍କୋର କରିଥିଲା। ଦଳର କୌଣସି ବ୍ୟାଟ୍ସମ୍ୟାନ୍ ୩୦ ରନ୍ ମାର୍କ ଅତିକ୍ରମ କରିପାରିନଥିଲେ। ଗୁଜୁରାଟର ବୋଲରମାନେ ଟ୍ରାଭିସ୍ ହେଡ୍, ହେନ୍ରିଚ୍ କ୍ଲାସେନ୍ ଏବଂ ଏଡନ୍ ମାର୍କରମଙ୍କ ପରି ମହାନ ବ୍ୟାଟ୍ସମ୍ୟାନମାନଙ୍କୁଙ୍କୁ ବାନ୍ଧି ରଖିଥିଲେ। ତେବେ ଏହି ଲକ୍ଷ୍ୟକୁ ଗୁଜୁରାଟ ୧୯.୧ ଓଭରରେ ପୂରଣ କରିଥିଲା।

INDIAN PREMIER LEAGUE ipl IPL-2024
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025

ଆଜି ହେଉଛି କୁମାର ପୂର୍ଣ୍ଣିମା, ଏହି ଦିନ କରନ୍ତୁ ଏପରି କାମ, ମିଳିବ ସଫଳତା

October 6, 2025

ସୱାଇ ମାନସିଂହ ହସ୍ପିଟାଲର ଆଇସିୟୁରେ ବଡ଼ ଅଗ୍ନିକାଣ୍ଡ: ଛଅ ରୋଗୀଙ୍କ ମୃତ୍ୟୁ

October 6, 2025

ସଡ଼କ ଦୁର୍ଘଟଣାରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

October 6, 2025
Latest News

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025

ଆଜି ହେଉଛି କୁମାର ପୂର୍ଣ୍ଣିମା, ଏହି ଦିନ କରନ୍ତୁ ଏପରି କାମ, ମିଳିବ ସଫଳତା

October 6, 2025

ସୱାଇ ମାନସିଂହ ହସ୍ପିଟାଲର ଆଇସିୟୁରେ ବଡ଼ ଅଗ୍ନିକାଣ୍ଡ: ଛଅ ରୋଗୀଙ୍କ ମୃତ୍ୟୁ

October 6, 2025

ସଡ଼କ ଦୁର୍ଘଟଣାରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

October 6, 2025

ମାତା ଲକ୍ଷ୍ମୀଙ୍କ ପୂଜାରେ ଏହି ଜିନିଷଗୁଡିକ ଅର୍ପଣ କରନ୍ତୁ, ମିଳିବ ଆଶୀର୍ବାଦ

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.