Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିଡିପିକୁ ଶକ୍ତ ଧକ୍କା : ବିଜେପିରେ ମିଶିଲେ ୪ ରାଜ୍ୟସଭା ସାଂସଦ
ଆଜିର ଖବର

ଟିଡିପିକୁ ଶକ୍ତ ଧକ୍କା : ବିଜେପିରେ ମିଶିଲେ ୪ ରାଜ୍ୟସଭା ସାଂସଦ

June 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
4 TDP Rajya Sabha MPs switch over to BJP
4 TDP Rajya Sabha MPs switch over to BJP

ଆନ୍ଧ୍ରପ୍ରଦେଶ ର ପୂର୍ବ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ୍‌ ପାର୍ଟିର ଅଧ୍ୟକ୍ଷ ଏନ୍‌ ଚନ୍ଦ୍ରବାବୁ ନାଇଡୁଙ୍କୁ ବଡ଼ ଝଟକା ଲାଗିଛି । ଟିଡିପିର ଚାରି ରାଜ୍ୟସଭା ସାଂସଦ ଇସ୍ତଫା ଦେଇ ବିଜେପିରେ ଯୋଗଦେଇଛନ୍ତି । ମିଳିଥିବା ସୂଚନା ଅନୁସାରେ ରାଜ୍ୟସଭା ସଦସ୍ୟ ସିଏମ୍‌ ରମେଶ, ଟିଜି ଭେଣ୍ଟେକଶ୍‌, ଜି ମୋହନ ରାଓ ଏବଂ ଓ୍ବାଇଏସ୍‌ ଚୌଧୁରୀ ପ୍ରମୁଖ ବିଜେପିରେ ସାମିଲ୍‌ ହୋଇଛନ୍ତି। ଏହି ୪ ଜଣ ସାଂସଦ ବିଜେପି କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହିତ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁଙ୍କୁ ଭେଟି ପ୍ରଥମେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ସେମାନେ ବିଜେପି କାର୍ଯ୍ୟାଳୟରେ ନଡ୍ଡାଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଟିଡିପିର ରାଜ୍ୟସଭାରେ ସର୍ବମୋଟ ସଦସ୍ୟ ସଂଖ୍ୟା ୬ ରହିଥିବାବେଳେ ଏଥିରୁ ଚାରିଜଣ ସଦସ୍ୟ ଯଦି ଦଳ ଛାଡିଛନ୍ତି । ଚଳିତ ଲୋକସଭା ଓ ବିଧାନସଭାରେ ଟିଡିପିକୁ ମାତ୍‌ ଦେଇ ଓ୍ବାଇଏସ୍‌ଆର୍‌ କଂଗ୍ରେସ । ୨୫ ଲୋକସଭା ଆସନରୁ ମାତ୍ର ୩ଟି ଆସନ ଟିଡିପି ପାଇଥିବାବେଳେ ମୋଟ ୧୭୫ଟି ବିଧାନସଭା ଆସନରୁ ୨୩ଟି ଆସନ ଅକ୍ତିଆର କରିଥିଲା ଟିଡିପି ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମୁହାଁମୁହିଁ ହେବ ଭାରତ ଏବଂ ପାକିସ୍ତାନୀ କ୍ରିକେଟ୍ ଦଳ: ଜାଣନ୍ତୁ କେବେ ଓ କିପରି ଦେଖିବେ ଲାଇଭ୍ ଷ୍ଟ୍ରିମିଂ?

November 7, 2025

ପୂର୍ବତଟ ରେଳପଥର ସର୍ବାଧିକ ମାଲ ପରିବହନ ରେକର୍ଡ

November 7, 2025

ଦୋହାରେ ଭାରତର ପ୍ରଗତି ଉପରେ ଆଲୋକପାତ କଲେ ଡକ୍ଟର ମନସୁଖ ମାଣ୍ଡଭିୟ

November 7, 2025

ଆଇଏଫଏଫଆଇ ଗୋଆ ୨୦୨୫ ୱେଭସ୍ ବଜାରରେ ଯୋଗଦେବାକୁ ଷ୍ଟାର୍ଟଅପ୍ ମାନଙ୍କୁ ଆମନ୍ତ୍ରଣ

November 7, 2025
Jindal Ads
BJP Ads
Latest News

Vande Mataram ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଲେ….

November 7, 2025

ଆଜି ମୁହାଁମୁହିଁ ହେବ ଭାରତ ଏବଂ ପାକିସ୍ତାନୀ କ୍ରିକେଟ୍ ଦଳ: ଜାଣନ୍ତୁ କେବେ ଓ କିପରି ଦେଖିବେ ଲାଇଭ୍ ଷ୍ଟ୍ରିମିଂ?

November 7, 2025

ପୂର୍ବତଟ ରେଳପଥର ସର୍ବାଧିକ ମାଲ ପରିବହନ ରେକର୍ଡ

November 7, 2025

Indian Roads Congress: ଆଜିଠାରୁ ଭୁବନେଶ୍ବରରେ ଆରମ୍ଭ ହେବ ଇଂଜିନିୟର ମହାକୁମ୍ଭ

November 7, 2025

ବନ୍ଦେ ମାତରମକୁ 150 ବର୍ଷ

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.