Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୋଗ ମୁଦ୍ରାରେ ମୋଦି –  ଯୋଗ ହେଉଛି ଜୀବନର ଅଭିନ୍ନ ଅଙ୍ଗ
ଆଜିର ଖବର

ଯୋଗ ମୁଦ୍ରାରେ ମୋଦି –  ଯୋଗ ହେଉଛି ଜୀବନର ଅଭିନ୍ନ ଅଙ୍ଗ

June 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ସାରା ବିଶ୍ଵ ଯୋଗଦିବସ ପାଳନ କରୁଛି। ଚଳିତ ବର୍ଷ ଯୋଗ ଦିବସର ଥିମ ରହିଛି ‘ହୃଦୟ ପାଇଁ ଯୋଗ’ । ଝାଡଖଣ୍ଡର ରାଜଧାନୀ ରାଞ୍ଚିସ୍ଥିତ ପ୍ରଭାତ ତାରା ପଡ଼ିଆରେ ପ୍ରାୟ ୪୦ ହଜାର ଲୋକଙ୍କ ସହ ଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଏହି ଅବସରରେ ସାଧାରଣ ଜନତାଙ୍କୁ ସମ୍ବୋଧନ କରି ମୋଦି କହିଛନ୍ତି ଯେ, ଯୋଗ ହେଉଛି ଜୀବନର ଅଭିନ୍ନ ଅଙ୍ଗ। ସାରା ବିଶ୍ଵ ଆମ ଯୋଗକୁ ଆପଣାଇଛି।  ଯୋଗ ସମ୍ପର୍କିତ ଅଧିକ ଗବେଷଣା ହେବା ଜରୁରୀ। ଯୋଗ ହେଉଛି ଅନୁଶାସନ, ସମର୍ପଣ। ରଙ୍ଗ, ଜାତି, ସମ୍ପ୍ରଦାୟ, ମତ, ଧନୀ- ଗରିବ, ନିକଟ – ଦୂର ସବୁଠୁ ଉର୍ଦ୍ଧ୍ବରେ।   ବିଶ୍ୱର ୧୭୦ଟି ଦେଶରେ ଜୁନ ୨୧ରେ ଯୋଗ ଦିବସ ପାଳନ ହେଉଛି । ଯୋଗ ସମସ୍ତଙ୍କର ପାଇଁ ଉଦ୍ଦିଷ୍ଟ । ଏହାକୁ ଯେ କେହି ବି କରିପାରିବ । କାରଣ ଯୋଗ କରିବା ପାଇଁ ଆଗ୍ରହର ଆବଶ୍ୟକତା ଅଛି, ଏଥି ପାଇଁ କୌଣସି ରାଶି ଦେବାକୁ ପଡୁ ନାହିଁ ।  ଯୋଗକୁ ସର୍ବୋପରି ଧନୀ ଓ ଗରିବ ଶ୍ରେଣୀର ଲୋକମାନେ ମଧ୍ୟ କରିପାରିବେ । ଯୋଗକୁ ଆଦିବାସୀ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ଯୋଗ ସମସ୍ତଙ୍କର ଏବଂ ସମସ୍ତେ ଯୋଗ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ପରାମର୍ଶ ଦେଇଛନ୍ତି ।  ଏହି ଯୋଗ କାର୍ଯ୍ୟକ୍ରମରେ ରାଜ୍ୟପାଳ ଦୌପଦୀ ମୁର୍ମୁ, ମୁଖ୍ୟମନ୍ତ୍ରୀ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ନାଏକ ଓ ଝାଡ଼ଖଣ୍ଡର ସ୍ୱାସ୍ଥ୍ୟମନ୍ତ୍ରୀ ରାମଚନ୍ଦ୍ର ଚନ୍ଦ୍ରବଂଶୀ ଉପସ୍ଥିତ ଥିଲେ ।

 

Share. Facebook Twitter LinkedIn Email WhatsApp Copy Link

Related Posts

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026

୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

August 14, 2026
Latest News

ଟେଲିଭିଜନ ଚ୍ୟାନେଲ ପାଇଁ ୧୨ ମିନିଟର ବିଜ୍ଞାପନ ସମୟସୀମା ଉଚ୍ଛେଦ କଲେ ସରକାର

August 15, 2026

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.