Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫୦୦ ଫୁଟ୍‌ ତଳକୁ ଖସିଲା ବସ୍‌ : ୪୪ ମୃତ ୩୪ ଆହତ
ଆଜିର ଖବର

୫୦୦ ଫୁଟ୍‌ ତଳକୁ ଖସିଲା ବସ୍‌ : ୪୪ ମୃତ ୩୪ ଆହତ

June 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
accident killed 34
accident killed 34

ହିମାଚଳ ପ୍ରଦେଶରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୪ଜଣ ଆହତ ହୋଇଛନ୍ତି। ହିମାଚଳ ପ୍ରଦେଶର କୁଲ୍ଲୁ ଜିଲ୍ଲାର ବଞ୍ଜରରେ ଏହି ଦୁର୍ଘଟଣା ଘଟିଛି। ବଞ୍ଜରର ଏକ ୫୦୦ ଫୁଟର ଖାଇ ମଧ୍ୟକୁ ବସ୍‌ଟି ଗଳି ପଡିବାରୁ ଏହି ଦୁର୍ଘଟଣା ଘଟିଥିଲା। ପୋଲିସ୍‌ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ପାରେ। ବଞ୍ଜରର ଏସ୍‌ଡିଜିଏମ୍‌ ଘଟଣାସ୍ଥଳରେ ପହଞ୍ଚିବା ସହିତ ମୃତକଙ୍କ ପରିବାରକୁ ୫୦ ହଜାରର ସହାୟତା ରାଶି ଘୋଷଣା କରିଥିଲେ। ହିମାଚଳ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଦୁଃଖ ପ୍ରକାଶ କରିବା ସହିତ ଘଟଣାର ମାଜିଷ୍ଟ୍ରେଟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ବସ୍‌ଟି ୪୨ ସିଟ୍‌ ବିଶିଷ୍ଟ ହୋଇଥିଲେ ମଧ୍ୟ ବସ୍‌ରେ ୭୦ରୁ ଅଧିକ ବ୍ୟକ୍ତି ଚଢିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026
Latest News

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026

ମହାପ୍ରଭୁଙ୍କ ସୁନାବେଶ: ଏହାର ମାହାତ୍ମ୍ୟ କଣ, କେତେଥର ହୁଏ ଏହି ବେଶ

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.