Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତୀ ଆକ୍ରମଣରେ ଦୁଇ ଯୁବକ ମୃତ
ଆଜିର ଖବର

ହାତୀ ଆକ୍ରମଣରେ ଦୁଇ ଯୁବକ ମୃତ

June 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
two died in elephanrt attack
two died in elephanrt attack

ଅନୁଗୁଳ କଣିଆ ବ୍ଲକ ଅନ୍ତର୍ଗତ ସୁଲେକାଇ ଗ୍ରାମରେ ହାତୀ ଆତଙ୍କ ଦେଖାଦେଇଛି । ହାତୀମାନେ ଆଜି ସକାଳେ 2 ଜଣ ବ୍ୟକ୍ତିଙ୍କୁ କଚାଡି ମାରିଛନ୍ତି । ସୂଚନାନୁସାରେ, ଆଜି ସକାଳେ ଦୁଇଜଣ ଯୁବକ ବିଲକୁ ଯାଇଥିଲେ । ସେହିସମୟରେ ଏକ ହାତୀପଲ ବିଲରେ ପଶି ଫସଲ ନଷ୍ଟ କରୁଥିଲେ । ଏହାଦେଖି ସେମାନେ ହାତୀଙ୍କୁ ଘଉଡାଇବାକୁ ଚେଷ୍ଟା କରୁଥିଲେ । ତେବେ ହାତୀମାନେ ଯୁବକ ଦ୍ୱୟଙ୍କୁ ଆକ୍ରମଣ କରି ମାରିପକାଇଥିଲେ । ଯୁବକଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ପ୍ରକାଶ ପାଇଛି । ବନ ବିଭାଗର କାର୍ଯ୍ୟଦକ୍ଷତାକୁ ନେଇ ଅଂଚଳବାସୀ ପ୍ରଶ୍ନ ଉଠାଇଛନ୍ତି । ବାରମ୍ବାର ହାତୀ ଆକ୍ରମଣରେ ଧନଜୀବନ ହାନୀ ହେଉଥିଲେ ମଧ୍ୟ ବନ ବିଭାଗ ଚୁପ ହେଇ ବସି ରହିଛି ବୋଲି ଅଂଚଳବାସୀ ଅଭିଯୋଗ କରିଛନ୍ତି ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମୁହାଁମୁହିଁ ହେବ ଭାରତ ଏବଂ ପାକିସ୍ତାନୀ କ୍ରିକେଟ୍ ଦଳ: ଜାଣନ୍ତୁ କେବେ ଓ କିପରି ଦେଖିବେ ଲାଇଭ୍ ଷ୍ଟ୍ରିମିଂ?

November 7, 2025

ପୂର୍ବତଟ ରେଳପଥର ସର୍ବାଧିକ ମାଲ ପରିବହନ ରେକର୍ଡ

November 7, 2025

ଦୋହାରେ ଭାରତର ପ୍ରଗତି ଉପରେ ଆଲୋକପାତ କଲେ ଡକ୍ଟର ମନସୁଖ ମାଣ୍ଡଭିୟ

November 7, 2025

ଆଇଏଫଏଫଆଇ ଗୋଆ ୨୦୨୫ ୱେଭସ୍ ବଜାରରେ ଯୋଗଦେବାକୁ ଷ୍ଟାର୍ଟଅପ୍ ମାନଙ୍କୁ ଆମନ୍ତ୍ରଣ

November 7, 2025
Jindal Ads
BJP Ads
Latest News

Vande Mataram ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଲେ….

November 7, 2025

ଆଜି ମୁହାଁମୁହିଁ ହେବ ଭାରତ ଏବଂ ପାକିସ୍ତାନୀ କ୍ରିକେଟ୍ ଦଳ: ଜାଣନ୍ତୁ କେବେ ଓ କିପରି ଦେଖିବେ ଲାଇଭ୍ ଷ୍ଟ୍ରିମିଂ?

November 7, 2025

ପୂର୍ବତଟ ରେଳପଥର ସର୍ବାଧିକ ମାଲ ପରିବହନ ରେକର୍ଡ

November 7, 2025

Indian Roads Congress: ଆଜିଠାରୁ ଭୁବନେଶ୍ବରରେ ଆରମ୍ଭ ହେବ ଇଂଜିନିୟର ମହାକୁମ୍ଭ

November 7, 2025

ବନ୍ଦେ ମାତରମକୁ 150 ବର୍ଷ

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.