Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଜିତ ପାୱାରଙ୍କ ପାର୍ଟିରେ ଯୋଗ ଦେଲେବିଜେପି ବିଧାୟକଙ୍କ ପତ୍ନୀ, ଏହି ଆସନରୁ ପାଇଲେ ଟିକେଟ
ଆଜିର ଖବର

ଅଜିତ ପାୱାରଙ୍କ ପାର୍ଟିରେ ଯୋଗ ଦେଲେବିଜେପି ବିଧାୟକଙ୍କ ପତ୍ନୀ, ଏହି ଆସନରୁ ପାଇଲେ ଟିକେଟ

April 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଲୋକସଭା ନିର୍ବାଚନ ପୂର୍ବରୁ ନେତାଙ୍କ ବିଜୟ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଦଳ ବଦଳାଇବାର ଧାରା ଜାରି ରହିଛି। ଏହି ସମୟରେ ମହାରାଷ୍ଟ୍ରରେ ତୁଲଜାପୁର ବିଜେପି ବିଧାୟକ ରାଣା ଜଗଜିତସିଂହ ପାଟିଲଙ୍କ ପତ୍ନୀ ଅର୍ଚ୍ଚନା ପାଟିଲ ଆଜି ମହାରାଷ୍ଟ୍ର ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଏନସିପିରେ ଯୋଗ ଦେଇଛନ୍ତି। ଅଜିତ ପାୱାରଙ୍କ ଦଳରେ ପ୍ରବେଶ ପରେ ହିଁ ଅର୍ଚ୍ଚନା ପାଟିଲଙ୍କୁ ଧାରାଶିବ ଲୋକସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରାଯାଇଛି।

ଅଜିତ ପାୱାର ଦଳର ଏନସିପି ପ୍ରାର୍ଥୀ ଅର୍ଚ୍ଚନା ପାଟିଲ ମହାୟୁର ସମସ୍ତ ନେତାଙ୍କୁ ଧନ୍ୟବାଦ ଜଣାଇ ବିଜୟ ଦାବି କରିଛନ୍ତି। ଶିବସେନା ଠାକରେ ଦଳରୁ ଓମ୍ ପ୍ରକାଶ ନିମ୍ବଲକରଙ୍କୁ ଏହି ଲୋକସଭା ଆସନ ପାଇଁ ପ୍ରାର୍ଥୀ କରାଯାଇଛି।

ଅର୍ଚ୍ଚନା ପାଟିଲଙ୍କ ସ୍ୱାମୀ ରାଣା ଜଗଜିତସିଂହ ପାଟିଲ ୨୦୧୯ରେ ସଂଯୁକ୍ତ ଶିବସେନାର ଓମ୍ ପ୍ରକାଶ ନିମ୍ବଲକରଙ୍କ ବିରୋଧରେ ଏନସିପି ଟିକେଟ୍ ରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ମଧ୍ୟ ଜିତିବାରେ ବିଫଳ ହୋଇଥିଲେ। ଗତ ବିଧାନସଭା ନିର୍ବାଚନ ସମୟରେ ସେ ବିଜେପିରେ ଯୋଗ ଦେଇଥିଲେ।

ajit pawar Elections 2024 Lok Sabha Elections Lok Sabha Elections 2024 Maharashtra News ncp
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026
Latest News

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.