Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫୋନରେ ଲୋକଙ୍କ ସହିତ କଥା ହେଲେ ନବୀନ ପଟ୍ଟନାୟକ, ଉତ୍ସାହିତ ହେଲେ ଜନତା
ଆଜିର ଖବର

ଫୋନରେ ଲୋକଙ୍କ ସହିତ କଥା ହେଲେ ନବୀନ ପଟ୍ଟନାୟକ, ଉତ୍ସାହିତ ହେଲେ ଜନତା

April 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଫୋନରେ ଲୋକଙ୍କ ସହିତ କଥା ହେଲେ ନବୀନ ପଟ୍ଟନାୟକ, ବିକାଶ କାମ ପଚାରି ବୁଝିଲେ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଲୋକଙ୍କ ସହିତ ଫୋନରେ କଥା ହୋଇଛନ୍ତି। ସେ ତାଙ୍କ ଅଞ୍ଚଳର ବିକାଶ କଥା ପଚାରି ବୁଝିଛନ୍ତି। କାହାକୁ ସ୍କୁଲ କାମ ଚାଲିଛି କି ନାହିଁ ପଚାରିଥିବା ବେଳେ କେଉଁଠି ମନ୍ଦିର କାମ କଣ ହେଲା ବୋଲି ପଚାରିଛନ୍ତି। ଏହିପରି ଭାବେ ଆଜି ସକାଳୁ ନବୀନ ଲୋକଙ୍କ ସମସ୍ୟା ଉପରେ ଅବଗତ ହୋଇଛନ୍ତି।

ନିର୍ବାଚନ ପାଖେଇ ଆସୁଥିବା ବେଳେ ଖୋଦ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହିତ ଫୋନରେ କଥା ହେବାକୁ ନେଇ ବେଶ ଚହଳ ପଡିଯାଇଛି। ଯେଉଁମାନଙ୍କୁ ସେ ଫୋନ କରିଛନ୍ତି ସେଠାରେ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ଖେଳିଯାଇଛି। ନିର୍ବାଚନ ପ୍ରଚାର ପାଇଁ ଏହି ନବୀନଙ୍କ ଏକ ଭିନ୍ନ କୌଶଳ କହିଲେ ଅତ୍ୟୁକ୍ତି ହେବ ନାହିଁ।

odishaelection2024 ଓଡିଶାନିର୍ବାଚନ2024 ନବୀନପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

ହଠାତ୍ ବଢିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଲିଟର ପିଛା ୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି

April 1, 2026

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026
Latest News

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026

ହଠାତ୍ ବଢିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଲିଟର ପିଛା ୧୧ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି

April 1, 2026

ଆସନ୍ତା ରବିବାର ଦିନ ଜୀ ସାର୍ଥକରେ ମେଗା ୱାର୍ଲ୍ଡ ପ୍ରିମିୟର ‘ଲାଗେ ପ୍ରେମ ନଜର’ 

April 1, 2026

ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.