Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତତଲା କଡେଇରେ ସାରା ଓଡିଶା, ଆଜି ଦିନ ୧୧ ଟା ୩୦ ସୁଦ୍ଧା ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା
ଆଜିର ଖବର

ତତଲା କଡେଇରେ ସାରା ଓଡିଶା, ଆଜି ଦିନ ୧୧ ଟା ୩୦ ସୁଦ୍ଧା ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା

April 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ତତଲା କଡେଇରେ ସାରା ଓଡିଶା, ଆଜି ଦିନ ୧୧ ଟା ୩୦ ସୁଦ୍ଧା ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା

ଭୁବନେଶ୍ବର: ଆଜି ସାରା ଓଡିଶାର ନାହିଁ ନ ଥିବା ତାତି ଅନୁଭୂତ ହେବାରେ ଲାଗିଛି। ସକାଳୁ ସକାଳୁ ରାଜ୍ୟର ସବୁ ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ହେବାରେ ଲାଗିଛି। ଗତକିଛି ଦିନ ଓଡିଶାରେ ପ୍ରବଳ ତାତି ଅନୁଭୂତ ହେବାରେ ଲାଗିଛି।

ହେଲେ ଆଜି ସକାଳୁ ଯେପରି ତାପମାତ୍ରା ଅନୁଭୂତ ହୋଇଛି ତାହା ଆଗରୁ କେବେ ହୋଇ ନ ଥିଲା। ଗତକାଲି ରାଜ୍ୟରେ ସର୍ବାଧିକ ୪୨ଡ଼ିଗ୍ରୀରେ ପହଁଚିଥିଲା। ହେଲେ ଆଜି ଆହୁରି ଅଧିକ ତାପମାତ୍ର ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି।

ଭୁବନେଶ୍ବର ପାଣିପାଗ ବିଭାଗର ସୂଚନା ଆନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା ହେଲା..

ଭୁବନେଶ୍ୱର: ୩୯.୮, କେନ୍ଦୁଝର: ୩୯.୨, ବାଲେଶ୍ୱର:୩୮, ଝାରସୁଗୁଡା : ୩୮ ,ରାଉରକେଲା: ୩୭.୮, ଚାନ୍ଦବାଲି: ୩୭.୪, ସମ୍ବଲପୁର: ୩୭.୪ , ହୀରାକୁଦ: ୩୬.୬ ପୁରୀ: ୩୨.୪, ପାରାଦୀପ: ୩୨, ଗୋପାଳପୁର: ୩୧.୮ ରହିଛି।

temp ଓଡିଶା ତାପମାତ୍ରା ତାପମାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Latest News

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.