Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାନସିକ ଦଣ୍ଡୁଆ ଭକ୍ତଙ୍କ ପିକ୍ଅପ୍ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଦୁଇ ମୃତ, ୭ ଆହତ
ଆଜିର ଖବର

ମାନସିକ ଦଣ୍ଡୁଆ ଭକ୍ତଙ୍କ ପିକ୍ଅପ୍ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଦୁଇ ମୃତ, ୭ ଆହତ

April 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଜି ଭୋରରେ ବ୍ରହ୍ମପୁରରୁ କ୍ଷତ୍ରିୟ ବରପୁର ଅଭିମୁଖେ ଯାଉଥିବା ଏକ ପିକ୍ଅପ୍ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡିଟି ହିଞ୍ଜିଳି ଥାନା ଅନ୍ତର୍ଗତ ସାରୁ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଓଲଟି ପଡିଛି। ଯାହା ଫଳରେ ଗାଡ଼ିରେ ବସିଥିବା ମାନସିକ ଦଣ୍ଡୁଆ ଭକ୍ତମାନଙ୍କ ମଧ୍ୟରୁ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଦଣ୍ଡୁଆ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ହିଞ୍ଜିଳି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ଓ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ସୁଚନା ଅନୁଯାୟୀ ଜଣାପଡିଛି ଯେ, ଦହିମୁଣ୍ଡଳି ଗ୍ରାମ ଦଣ୍ଡନାଚ ଗୋଷ୍ଠୀର ଦଣ୍ଡୁଆ ମାନେ ଉକ୍ତ ଗାଡିରେ ଯିବା ବେଳେ ଏହି ଭଳି ଘଟଣା ଘଟିଛି। ମୃତ୍ୟୁ ବରଣ କରିଥିବା ଦଣ୍ଡୁଆ ମାନଙ୍କର ପରିଚୟ ମିଳିନାହିଁ। ଖବର ପାଇ ହିଞ୍ଜିଳି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026
Latest News

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.