Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେବ ବିଜେଡିର ବାକିଥିବା ବିଧାନସଭା ଟିକେଟ, ଶେଷ ପର୍ଯ୍ୟାୟକୁ ରହିବ ଏହି ଆସନ
ଆଜିର ଖବର

ଘୋଷଣା ହେବ ବିଜେଡିର ବାକିଥିବା ବିଧାନସଭା ଟିକେଟ, ଶେଷ ପର୍ଯ୍ୟାୟକୁ ରହିବ ଏହି ଆସନ

April 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଘୋଷଣା ହେବ ବିଜେଡିର ବାକିଥିବା କିଛି ବିଧାନସଭା ଆସନର ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ବିଜେଡି ଘୋଷଣା କରିବ ତାହାର ବାକିଥିବା କିଛି ବିଧାନସଭା ଆସନ ସହିତ ବାଲେଶ୍ବର ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା। ବିଶେଷ ସୁତ୍ର ଅନୁସାରେ ବିଜେଡି ବର୍ତ୍ତମାନ ବାକିଥିବା 39 ଆସନ ମଧ୍ୟରୁ 20 ରୁ 25 ଟି ଆସନ ପାଇଁ ପ୍ରାର୍ଥୀ ଚୁଡାନ୍ତ ହୋଇସାରିଛି। ସେଥିପାଇଁ ଆଜି କିମ୍ବା ଆସନ୍ତାକାଲି ଏହି ଘୋଷଣା କରାଯିବ ବୋଲି ଜଣାପଡିଛି।

ସେହିପରି ବିଜେଡିର ବାକିଥିବା ଗୋଟିଏ ଲୋକସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀଙ୍କ ନାମ ଘୋଷଣା ହେବ। ଏହି ଆସନରେ ଲଢେଇ କରିବେ ଫାୟାର ବ୍ରାଣ୍ଡ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ସେ ରବିବାର ଦିନ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କ ପ୍ରାର୍ଥୀତ୍ବକୁ ଦଳର ସଭାପତି କୁଆଡେ ଚୁଡାନ୍ତ କରିଛନ୍ତି ବୋଲି କୁହାଯାଉଛି।

ତେବେ ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ବର ମଧ୍ୟ, ଖୋର୍ଦ୍ଧା, ବେଗୁନିଆ ଏବଂ ଚିଲିକା ପରି କେତେକ ବିଧାନସଭା ଆସନର ପ୍ରାର୍ଥୀ ତାଲିକା ପରବର୍ତ୍ତି ସମୟରେ ଘୋଷଣା ହେବ ବୋଲି ଜଣାପଡିଛି।

odishaelection2024 ବିଜେଡି ପ୍ରାର୍ଥୀ ବିଜେଡି ପ୍ରାର୍ଥୀ ତାଲିକା
Share. Facebook Twitter LinkedIn Email WhatsApp Copy Link

Related Posts

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Latest News

ବିଶ୍ୱର ନମ୍ବର-୧ ନେତା ହେଲେ ପ୍ରଧାନମନ୍ତ୍ରୀ ମୋଦି!: ବହୁତ ଦୂରରେ ଟ୍ରମ୍ଫ-ପୁଟିନ

February 26, 2026

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.