Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସର ମିଶିଲେ ବିଜେଡ଼ିର ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଓ ବ୍ଲକ ଅଧ୍ୟକ୍ଷା ପ୍ରତିଭା ନାୟକ
ଆଜିର ଖବର

କଂଗ୍ରେସର ମିଶିଲେ ବିଜେଡ଼ିର ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଓ ବ୍ଲକ ଅଧ୍ୟକ୍ଷା ପ୍ରତିଭା ନାୟକ

April 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସର ମିଶିଲେ ବିଜେଡ଼ିର ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଓ ବ୍ଲକ ଅଧ୍ୟକ୍ଷା ପ୍ରତିଭା ନାୟକ

ଭୁବନେଶ୍ୱର: କେନ୍ଦୁଝର ସଦର ବିଧାନସଭା କ୍ଷେତ୍ରର ବିଜେଡ଼ିର ପୂର୍ବତନ ବିଧାୟକ ଇଂ ସୁବର୍ଣ୍ଣ ନାୟକ ଓ ଝୁମ୍ପୁରା ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ପ୍ରତୀଭା ମଞ୍ଜରୀ ନାୟକ ଆଜି ତାଙ୍କର ଶତାଧିକ ସମର୍ଥକଙ୍କ ସହିତ ଆଜି କେନ୍ଦୁଝର ଜିଲ୍ଲାର ଦୁଇ ବରିଷ୍ଠ ନେତା ତଥା ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକଙ୍କ ଓ ଶ୍ରୀଯୁକ୍ତ ଜୟଦେବ ଜେନାଙ୍କ ଉପସ୍ଥିତିରେ କଂଗ୍ରେସ ଦଳର ନୀତି, ଆଦର୍ଶ ଓ ବିଚାରଧାରାକୁ ଭଲପାଇ କଂଗ୍ରେସରେ ସାମିଲ ହୋଇଛନ୍ତି।

ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏବଂ ଶ୍ରୀ ଜୟଦେବ ଜେନା, ଶ୍ରୀ ନାୟକ ଓ ଶ୍ରୀମତୀ ପ୍ରତିଭା ମଞ୍ଜରୀ ନାୟକଙ୍କୁ କଂଗ୍ରେସ ଉତରୀୟ ଓ ପୁଷ୍ପଗୁଚ୍ଛ ଦେଇ ଦଳକୁ ସ୍ୱାଗତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ, ଜିଲ୍ଲା କଂଗ୍ରେସ ସଭାପତି ମୋହନ ଚରଣ ପରିଡ଼ା, ପିସିସି ସାଧାରଣ ସଂପାଦକ ଆଲୋକ ମିଶ୍ର, ପିସିିସି ସମ୍ପାଦକ ସଂଗ୍ରାମ ଦାସ, ପିସିସି ମୁଖପାତ୍ର ରଜନୀ ମହାନ୍ତି, ଜିଲ୍ଲା ଯୁବ କଂଗ୍ରେସ ସଭାପତି ସୁନେଶ ଧିର, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶୁଭମ ରାଜ, ଜିଲ୍ଲା ଆଦିବାସୀ କଂଗ୍ରେସ ସଭାପତି ଇଂ ବିନୋଦ ବିହାରୀ ନାଏକ, କଂଗ୍ରେସ ନେତା ଚତୁର୍ଭୁଜ ନାୟକ, ଯଦୁମଣି ବାରିକ, ଇଂ ସନ୍ତୋଷ କୁମାର ସାହୁ, ଦେବେନ୍ଦ୍ର ନାଥ ନାୟକ ଓ ବୀରଭଦ୍ର ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।

Congress କଂଗ୍ରେସ ମିଶ୍ରଣ କଂଗ୍ରେସ ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026
Latest News

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.