Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅମୃତସରର ବିଜେପି ପ୍ରାର୍ଥୀ ତରଣଜିତ ସିଂ ସନ୍ଧୁଙ୍କୁ ୱାଇ ପ୍ଲସ୍ ସୁରକ୍ଷା
ଆଜିର ଖବର

ଅମୃତସରର ବିଜେପି ପ୍ରାର୍ଥୀ ତରଣଜିତ ସିଂ ସନ୍ଧୁଙ୍କୁ ୱାଇ ପ୍ଲସ୍ ସୁରକ୍ଷା

April 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପୂର୍ବତନ ଆଇଏଫଏସ୍ ଅଧିକାରୀ, ଆମେରିକାର ପୂର୍ବତନ ଭାରତୀୟ ରାଷ୍ଟ୍ରଦୂତ ତଥା ପଞ୍ଜାବର ଅମୃତସର ଆସନରୁ ବିଜେପି ପ୍ରାର୍ଥୀ ତରଣଜିତ ସିଂ ସନ୍ଧୁଙ୍କୁ ୱାଇ ପ୍ଲସ୍ ସୁରକ୍ଷା ଦିଆଯାଇଛି। ନିକଟରେ ତରଣଜିତ ସିଂ ସନ୍ଧୁ ବିଜେପିରେ ଯୋଗ ଦେଇଥିଲେ।

ମାର୍ଚ୍ଚରେ ତରଣଜିତ ସିଂ ସାନ୍ଧୁ ବିଜେପିର ଜାତୀୟ ସାଧାରଣ ସମ୍ପାଦକ, ଦଳର ଜାତୀୟ ସଚିବ ମଞ୍ଜିନ୍ଦର ସିଂ ସିର୍ସା ଏବଂ ଅନ୍ୟ ନେତାଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଇଥିଲେ। ଏହି ସମୟରେ ସନ୍ଧୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଥିଲେ।

ବିଜେପିରେ ଯୋଗଦେବା ପରେ ତରଣଜିତ ସିଂ ସନ୍ଧୁ କହିଛନ୍ତି ଯେ, ଗତ ୧୦ ବର୍ଷ ମଧ୍ୟରେ ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ କାର୍ଯ୍ୟ କରିଛନ୍ତି ଏବଂ ଆମେରିକା ଏବଂ ଶ୍ରୀଲଙ୍କା ଭଳି ଦେଶରେ କାର୍ଯ୍ୟ କରିଛନ୍ତି। ଗତ ଚାରି ବର୍ଷ ମଧ୍ୟରେ ଆମେରିକା ସହ ଭାରତର ସମ୍ପର୍କ ଏକ ଭାଗିଦାରୀ ରୂପରେ ବଦଳିଛି। ଦୁଇ ଦେଶ ମଧ୍ୟରେ ସମ୍ପର୍କ ଅଧିକ ଶକ୍ତିଶାଳୀ ହୋଇଛି।

ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ମୋଦୀ, ବିଜେପି ସଭାପତି ଜେପି ନଡ୍ଡା ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

BJP Taranjit Singh Sandhu
Share. Facebook Twitter LinkedIn Email WhatsApp Copy Link

Related Posts

ସେଚେଲ୍ସର ୫୦ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

June 29, 2026

ଦ୍ରୁତ ଗତିରେ ପୃଥିବୀ ଆଡ଼କୁ ଆସୁଛି ‘ବ୍ରହ୍ମାସ୍ତ୍ର’: ସୁରକ୍ଷା ପାଇଁ ୩୦ ହଜାର କୋଟି ଖର୍ଚ୍ଚ କରିବ ନାସା

June 29, 2026

ଗଜପତି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଶାଖାର ବାର୍ଷିକୋତ୍ସବ

June 29, 2026

ଭୁବନେଶ୍ୱରରେ ଚାଞ୍ଚଲ୍ୟ! ଯୁବକଙ୍କୁ ଲୁହା ରଡରେ ପିଟି ପିଟି ହତ୍ୟା

June 29, 2026
Latest News

ସେଚେଲ୍ସର ୫୦ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

June 29, 2026

ଦ୍ରୁତ ଗତିରେ ପୃଥିବୀ ଆଡ଼କୁ ଆସୁଛି ‘ବ୍ରହ୍ମାସ୍ତ୍ର’: ସୁରକ୍ଷା ପାଇଁ ୩୦ ହଜାର କୋଟି ଖର୍ଚ୍ଚ କରିବ ନାସା

June 29, 2026

ଗଜପତି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଶାଖାର ବାର୍ଷିକୋତ୍ସବ

June 29, 2026

ତିନିଭାଷା ନୀତି ଉପରେ CBSE ବଡ଼ ନିଷ୍ପତ୍ତି: ଜାଣନ୍ତୁ ସ୍ଵତନ୍ତ୍ର ବ୍ୟବସ୍ଥା

June 29, 2026

ଭୁବନେଶ୍ୱରରେ ଚାଞ୍ଚଲ୍ୟ! ଯୁବକଙ୍କୁ ଲୁହା ରଡରେ ପିଟି ପିଟି ହତ୍ୟା

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.