Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି
ଆଜିର ଖବର

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

April 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ୨୦୨୪ ପାଇଁ ନାମାଙ୍କନପତ୍ର ଦାଖଲ ଆଜି ଠାରୁ ଆରମ୍ଭ ହେବ। ଲୋକସଭା ନିର୍ବାଚନ ୨୦୨୪ରେ ହେବାକୁ ଥିବା ୧୨ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୯୪ଟି ସଂସଦୀୟ କ୍ଷେତ୍ର (ପିସି) ପାଇଁ ଆଜି ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବ। ସେହିପରି ମତଦାନ ସ୍ଥଗିତ ରହିଥିବା ମଧ୍ୟପ୍ରଦେଶର ୨୯-ବେତୁଲ (ଏସଟି) ପିସି ନିର୍ବାଚନ ପାଇଁ ମଧ୍ୟ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ।

ମଧ୍ୟପ୍ରଦେଶର ୨୯-ବେତୁଲ (ଏସଟି) ସଂସଦୀୟ କ୍ଷେତ୍ରରେ ସ୍ଥଗିତ ନିର୍ବାଚନ ସହ ଏହି ୯୪ଟି ସଂସଦୀୟ କ୍ଷେତ୍ରରେ ମତଦାନ ୦୭.୦୫.୨୦୨୪ରେ ଅନୁଷ୍ଠିତ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ହେବାକୁ ଥିବା ମଧ୍ୟପ୍ରଦେଶର ୨୯-ବେତୁଲ (ଏସଟି) ସଂସଦୀୟ କ୍ଷେତ୍ରରେ ନିର୍ବାଚନ ବହୁଜନ ସମାଜ ପାର୍ଟିର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମୃତ୍ୟୁ କାରଣରୁ ସ୍ଥଗିତ ରଖାଯାଇଥିଲା।

ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ଗୁଡ଼ିକ ହେଲା ଆସାମ, ବିହାର, ଛତିଶଗଡ଼, ଦାଦରା ଓ ନଗର ହାଭେଲି ଏବଂ ଦାମନ ଓ ଦିଉ, ଗୋଆ, ଗୁଜରାଟ, ଜମ୍ମୁ ଓ କଶ୍ମୀର, କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ।

ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ସାଧାରଣ ନିର୍ବାଚନ-୨୦୨୪
Share. Facebook Twitter LinkedIn Email WhatsApp Copy Link

Related Posts

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026
Latest News

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ଆରକ୍ଷଣକୁ ନେଇ ଦିଲ୍ଲୀରୁ ବିହାର ଯାଏଁ ତାତି: ମନ୍ତ୍ରୀଙ୍କ ମୁହଁରୁ ଆସିଲା ବଡ଼ ବୟାନ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.