Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ଯୋଗଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାସ କୁଲେସିକା
ଆଜିର ଖବର

ବିଜେପିରେ ଯୋଗଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାସ କୁଲେସିକା

April 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ଯୋଗଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାସ କୁଲେସିକା

ଭୁବନେଶ୍ବର: ବିଜେଡି ଛାଡି ବିଜେପିରେ ଯୋଗଦେଇଛନ୍ତି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାସ କୁଲେସିକା। ତାଙ୍କ ସହ ବ୍ଲକ ବିଜେଡି ସଭାପତି ପ୍ରମୋଦ ଖରା ଏବଂ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଶତାଧିକ ସମର୍ଥକ ବିଜେପିରେ ସାମିଲ ହୋଇଛନ୍ତି। ଗତକାଲି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲ, ବିଜେପି ନେତା ଅରବିନ୍ଦ ଢାଲି ଏବଂ ଅରିନ୍ଦମ ରାୟଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି।

ଶ୍ରୀ କୁଲେସିକା ୨୦୧୪ ରୁ ୨୦୧୯ ଯାଏ କଂଗ୍ରେସରୁ ଟିକେଟ ପାଇ ବିଧାୟକ ରହିଥିଲେ।ସେତେବେଳେ ସେ ହେମା ଗମାଙ୍ଗଙ୍କୁ ବହୁ ଭୋଟରେ ପରାଜିତ କରିଥିଲେ। ଏହାପରେ ସେ ୨୦୧୯ ମଧ୍ୟ କଂଗ୍ରେସରୁ ପ୍ରାର୍ଥୀ ହୋଇ ଲଢିଥିଲେ ମଧ୍ୟ ବିଜେଡିର ପ୍ରଭୁ ଜାନିଙ୍କଠାରୁ ମାତ୍ର ୨୨୯ଟି ଭୋଟରେ ହାରିଯାଇଥିଲା। ଏହାପରେ ସେ ବିଜେଡିରେ ୨୦୨୧ରେ ସାମିଲ ହୋଇଥିଲେ। ହେଲେ ବିଜେଡି ତାଙ୍କୁ ଏଥର ଟିକେଟ ନ ଦେଇ ସେହି ପ୍ରଭୃ ଜାନିଙ୍କୁ ପ୍ରାର୍ଥୀ କରିଛି। ସେହି ରାଗରେ ସେ ବିଜେଡି ଛାଡିଦେଇଥିବାର ଜଣାପଡିଛି।

ଲକ୍ଷ୍ମୀପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026

‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ

August 18, 2026
Latest News

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026

ଚିଲିକା ଅଞ୍ଚଳର ସମାଜସେବୀ ଶଙ୍କର ପାଇକରାୟଙ୍କୁ ଏମ୍ସରେ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 18, 2026

“ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ”: ଆତଙ୍କବାଦ ଉପରେ ପାକିସ୍ତାନକୁ ଭାରତର କଡ଼ା ଜବାବ

August 18, 2026

‘ନିଶାମୁକ୍ତ ଭାରତ ଅଭିଯାନ’ ପାଇଁ ଓମ୍ଫେଡ୍ ର ଶପଥ ଗ୍ରହଣ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.