Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାବଧାନ: ରାଜ୍ୟରେ ୪୫ ଡିଗ୍ରୀ ଛୁଇଁବ ତାତି, ପାଣିପାଗ ବିଭାଗ କରାଇଲା ସତର୍କ
ଆଜିର ଖବର

ସାବଧାନ: ରାଜ୍ୟରେ ୪୫ ଡିଗ୍ରୀ ଛୁଇଁବ ତାତି, ପାଣିପାଗ ବିଭାଗ କରାଇଲା ସତର୍କ

April 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାବଧାନ: ରାଜ୍ୟରେ ୪୫ ଡିଗ୍ରୀ ଛୁଇଁବ ତାତି, ପାଣିପାଗ ବିଭାଗ କରାଇଲା ସତର୍କ

ଭୁବନେଶ୍ବର: ପୁଣିଥରେ ରାଜ୍ୟକୁ ଫେରିବ ତାତି। କରିବ କଲବଲ। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ସତର୍କ ସୂଚନା ଜାରୀ କରିଛି। ବିଭାଗ କହିଛି ଯେ, ରାଜ୍ୟରେ ପୁଣି ଥରେ ତାତି ଅନୁଭୂତ ହେବ। ଆସନ୍ତା ୧୫ ତାରିଖରୁ ଏହି ତାତି ବୃଦ୍ଧି ପାଇବ। ତେବେ ଆସନ୍ତା ୧୭ ତାରିଖରୁ ୨୦ ତାରିଖରେ ଏହା ଅଧିକ ଅନୁଭୂତ ହେବ। ଯାହା ଜଣାପଡୁଛି ଦିନର ତାପମାତ୍ର ପ୍ରାୟ ୪୩ ରୁ ୪୫ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

ସେଥିପାଇଁ ବିଭାଗ ତିନିଦିନ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି। ତାହା ହେଲା

୧୪-୦୪-୨୦୨୪

ଜିଲ୍ଲାର ନାମ- ବୌଦ୍ଧ, ଅନୁଗୁଳ, ନୟାଗଡ, ଖୋର୍ଦ୍ଧା, କଟକ

୧୫-୦୪-୨୦୨୪

ଜିଲ୍ଲାର ନାମ- ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ, କୋରାପୁଟ, ମାଲକାନାଗିରି

୧୬-୦୪-୨୦୨୪

ଜିଲ୍ଲାର ନାମ- ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ, କୋରାପୁଟ, ମାଲକାନାଗିରି, କନ୍ଧମାଳ, ବୌଦ୍ଧ, ମୟୁରଭଂଜ, ବାଲେଶ୍ବର, ଭଦ୍ରକ, କେଉଁଝର, ଯାଜପୁର

temp ଅସହ୍ୟ ତାତି ତାତି
Share. Facebook Twitter LinkedIn Email WhatsApp Copy Link

Related Posts

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026
Latest News

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ଫ୍ରାନ୍ସରେ ହିଂସା ଓ ଅରାଜକତା: ୧୨୦୦ରୁ ଅଧିକ ଗିରଫ

October 18, 2026

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.