Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏଲ ୨୦୨୪: ଲକ୍ଷ୍ନୌକୁ ୬ ୱିକେଟରେ ପରାସ୍ତ କଲା ଦିଲ୍ଲୀ
ଆଜିର ଖବର

ଆଇପିଏଲ ୨୦୨୪: ଲକ୍ଷ୍ନୌକୁ ୬ ୱିକେଟରେ ପରାସ୍ତ କଲା ଦିଲ୍ଲୀ

April 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ଦିଲ୍ଲୀ କ୍ୟାପିଟାଲ୍ସ ୬ ୱିକେଟରେ ପରାସ୍ତ କରିଛି। ଲକ୍ଷ୍ନୌ ସୁପର ଜିଆଣ୍ଟସ୍ ପୂର୍ବରୁ ନିଜ ଗ୍ରାଉଣ୍ଡରେ ୧୬୭ ରନ୍ ସଂଗ୍ରହ କରିଥିଲା। ଜବାବରେ ଦିଲ୍ଲୀ ମାତ୍ର ୪ ୱିକେଟ ହରାଇ ୧୮.୧ ଓଭରରେ ଲକ୍ଷ୍ୟ ହାସଲ କରିଥିଲା। ଦିଲ୍ଲୀର ଡେଭିଡ ୱାର୍ଣ୍ଣର ମାତ୍ର ୮ ରନ୍ ସ୍କୋର କରିବା ପରେ ଆଉଟ୍ ହୋଇଥିଲେ। ତାଙ୍କ ପରେ ପୃଥ୍ବୀ ଶ’ ଦାୟିତ୍ଵ ଗ୍ରହଣ କରିଥିଲେ, କିନ୍ତୁ ପୂର୍ବ ମ୍ୟାଚ ପରି ସେ ପଚାଶ ସ୍କୋର କରିପାରି ନଥିଲେ। ସେ ୨୨ ବଲରେ ୩୨ ରନ୍ ସ୍କୋର କରିବା ପରେ ପାଭିଲିୟନକୁ ଫେରିଥିଲେ। ପ୍ରଥମେ ଦିଲ୍ଲୀ ଖୁବ୍ ଧୀରେ ଧୀରେ ବ୍ୟାଟିଂ କରିଥିଲା, କିନ୍ତୁ ଏହା ପରେ ଋଷଭ ପନ୍ତ ଏବଂ ଜେକେ ଫ୍ରେଜର ମ୍ୟାକଗର୍କ ଏକ ଆକ୍ରମଣାତ୍ମକ ଶୈଳୀରେ ବ୍ୟାଟିଂ କରିଥିଲେ। ଗୋଟିଏ ପଟେ ପନ୍ତ ୨୪ ବଲରେ ୪୧ ରନର ଇନିଂସ ଖେଳିଥିଲେ, ଯେଉଁଥିରେ ସେ ୪ ଟି ଚୌକା ଓ ୨ ଛକା ମାରିଥିଲେ। ସେହିଭଳି ମ୍ୟାକଗର୍କ ୩୫ ବଲରେ ୫୫ ରନ୍ ସଂଗ୍ରହ କରିଥିଲେ। ଏଥିସହ ସେ ୨ ଟି ଚଉକା ଓ ୫ ଛକା ମାରିଥିଲେ।

INDIAN PREMIER LEAGUE ipl IPL-2024 LSG VS DC Rishabh Pant
Share. Facebook Twitter LinkedIn Email WhatsApp Copy Link

Related Posts

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026
Latest News

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.