Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲେଗାଓଁ ବିସ୍ଫୋରଣ ମାମଲା : ପ୍ରଜ୍ଞା ସିଂ ଠାକୁରଙ୍କୁ ଏନ୍‌ଆଇଏ କୋର୍ଟଙ୍କ ଏକ ସପ୍ତାହର ରିହାତି
ଆଜିର ଖବର

ମାଲେଗାଓଁ ବିସ୍ଫୋରଣ ମାମଲା : ପ୍ରଜ୍ଞା ସିଂ ଠାକୁରଙ୍କୁ ଏନ୍‌ଆଇଏ କୋର୍ଟଙ୍କ ଏକ ସପ୍ତାହର ରିହାତି

June 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pragyan thakur got a week relaxation from nia
pragyan thakur got a week relaxation from nia

ମାଲେଗାଓଁ ବିସ୍ଫୋରଣ ମାମଲାରେ ନବ ନିର୍ବାଚିତ ସାଂସଦ ପ୍ରଜ୍ଞା ସିଂ ଠାକୁରଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା ପକ୍ଷରୁ ଏକ ସପ୍ତାହର ରିହାତି ପ୍ରଦାନ କରାଯାଇଛି । ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ କୋର୍ଟରେ ହାଜର ନହେବା ପାଇଁ ପ୍ରଜ୍ଞାଙ୍କ ଆବେଦନକୁ କୋର୍ଟ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଭୋପାଳରୁ ସାଂସଦ ଭାବରେ ନିର୍ବାଚିତ ହୋଇଥିବା ପ୍ରଜ୍ଞା ସଂସଦ ଅଧିବେଶନରେ ଯୋଗ ଦେବା ପାଇଁ କୋର୍ଟରେ ହାଜର ନହେବା ପାଇଁ ଆବେଦନ କରିଥିଲେ । ପ୍ରଜ୍ଞାଙ୍କୁ କୋର୍ଟ ଏକ ସପ୍ତାହର ରିହାତି ପ୍ରଦାନ କରିଥିଲେ ମଧ୍ୟ ଏକ ସପ୍ତାହ ପରେ ପୁନର୍ବାର ହାଜର ହେବା ନିମନ୍ତେ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ପୂର୍ବରୁ ସ୍ବାସ୍ଥ୍ୟଗତ ସମସ୍ୟା ନେଇ କୋର୍ଟରେ ହାଜର ନହେବାର ଆବେଦନ କରିଥିଲେ ମଧ୍ୟ କୋର୍ଟ ଏହାକୁ ଖାରଜ କରି ଦେଇଥିଲେ ।ଉଲ୍ଲେଖଯୋଗ୍ୟ ଯେ ଜୁନ୍‌ 3 ତାରିଖରେ ପ୍ରଜ୍ଞାଙ୍କ ସମେତ ସମସ୍ତ ଆରୋପୀଙ୍କୁ ପ୍ରତ୍ୟେକ ସପ୍ତାହରେ କୋର୍ଟରେ ହାଜର ହେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବେଗୁନିଆରେ ପଞ୍ଚମ ସାଂସଦ ଚିକିତ୍ସା ଶିବିର ଅନୁଷ୍ଠିତ

May 18, 2026

ଶ୍ରୀଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ପୃଥ୍ୱୀରାଜ ହରିଚନ୍ଦନ

May 18, 2026

ପ୍ରଧାନମନ୍ତ୍ରୀଙ୍କ ଆଫସ୍ଲୁଇଟଡିଜକ୍ ଡ୍ୟାମ୍ ପରିଦର୍ଶନ

May 18, 2026

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ କେରଳ କ୍ୟାବିନେଟ ଘୋଷଣା

May 17, 2026
Latest News

ବେଗୁନିଆରେ ପଞ୍ଚମ ସାଂସଦ ଚିକିତ୍ସା ଶିବିର ଅନୁଷ୍ଠିତ

May 18, 2026

ଶ୍ରୀଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ପୃଥ୍ୱୀରାଜ ହରିଚନ୍ଦନ

May 18, 2026

ପ୍ରଧାନମନ୍ତ୍ରୀଙ୍କ ଆଫସ୍ଲୁଇଟଡିଜକ୍ ଡ୍ୟାମ୍ ପରିଦର୍ଶନ

May 18, 2026

ଶପଥ ଗ୍ରହଣ ଉତ୍ସବ ପୂର୍ବରୁ କେରଳ କ୍ୟାବିନେଟ ଘୋଷଣା

May 17, 2026

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.