Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ଡଃ ଵି.ଆର.ଆମ୍ଵେଦକରଙ୍କ ୧୩୩ ତମ ଜୟନ୍ତୀ ଉତ୍ସବ
ଆଜିର ଖବର

ଖୋର୍ଦ୍ଧା: ଡଃ ଵି.ଆର.ଆମ୍ଵେଦକରଙ୍କ ୧୩୩ ତମ ଜୟନ୍ତୀ ଉତ୍ସବ

April 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରେ ଜିଲ୍ଲାପାଳ ଙ୍କ ସଦ୍ଭାବନା ଗୃହ ରେ ଡଃ ଵି ଇର ଆମ୍ବେଦକର ଙ୍କ ଜୟନ୍ତୀ ଉତ୍ସବରେ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା ଅଧ୍ୟକ୍ଷତା କରିଥିଲେ। ପ୍ରଥମେ ଫଟୋ ଚିତ୍ର ରେ ମାଲ୍ୟାର୍ପଣ କରିବା ସହିତ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା। କାର୍ଯ୍ୟସୂଚୀ ଅନୁସାରେ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ ପ୍ରଦାନ କରାଯାଇଥିଲା। ପରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ସ୍ଵାଗତ ଭାଷଣ ରଖି ଥିଲେ। ପରେ ମଞ୍ଚାସୀନ ଅତିଥି ‌ମାନେ ଭାଷଣ ‌ର‌ଖିଥିଲେ।

ଅତିରିକ୍ତ ଜିଲ୍ଲାପାଳ ଆମ୍ବେଦକରଙ୍କ ଜିବନୀ ଵିଷୟରେ ପିଲା ମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଆମ୍ବେଦକର ତାଙ୍କ ଜୀବନ ରେ ପାଠ ପ୍ରତି ଆକାଂକ୍ଷା ଏବଂ କଠିନ ପରିଶ୍ରମ ବଳରେ ଆଗକୁ ଵଢିପାରିଥିଲେ। ଅନ୍ୟ ଦେଶ ତୁଳନାରେ ଭାରତ ଏକ ବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର, କେବଳ ତାଙ୍କର ଅବଦାନ ସମ୍ବିଧାନ ପାଇଁ ପରିଗଣିତ ହୋଇପାରିଛି। ଅର୍ଥନୀତି/ସମାଜ ସଂସ୍କାର କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ। ସେହିପରି ଜିଲ୍ଲା ଶିକ୍ଷା ଅଧିକାରୀ, ବିଶ୍ଵନାଥ ତରାଇ ବୟସର ପ୍ରଥମ ୨୫ ଵର୍ଷ ଭଲଭାବରେ ପାଠ ପଢିଥିଲେ ଅବଶିଷ୍ଟ ସମୟ ସୁଖରେ କାଳାତିପାତ କରିବାକୁ ହୁଏ ବୋଲି ଉପଦେଶ ପ୍ରଦାନ କରିଥିଲେ।

ପିଲାମାନଙ୍କୁ ଆମ୍ବେଦକରଙ୍କ ଜିବନୀ ଉପରେ ଆଧାରିତ ପ୍ରଶ୍ନ ପଚାରିଥିଲେ ଏବଂ ବିଦ୍ୟାଳୟ ମାନଙ୍କରେ ଆଲୋଚନା ମାଧ୍ୟମରେ ପିଲାମାନେ ଆଗକୁ ଯାଇପାରିବେ ବୋଲି ମତପୋଷଣ କରିଥଲେ। ସେହିପରି ଜିଲ୍ଲା ମଙ୍ଗଳ ଅଧିକାରୀ ଡଃ ଗିତାନଶୁ ମୋହନ ଦାଶ /ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ ଦିଲିପ ହିଆଲ /ଏବଂ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଂଧ୍ୟା ରାଣୀ ରାଉତ ଆମ୍ବେଦକର ଙ୍କ ବିଷୟରେ ପିଲାମାନଙ୍କର ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ।

ଏହି ଉତ୍ସବରେ ଶିକ୍ଷକ/ଶିକ୍ଷୟିତ୍ରୀ/ଛାତ୍ର, ଛାତ୍ରୀ /ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀ/ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

ଜିଲ୍ଲା ସଂସ୍କୃତି ଅଧିକାରୀ ଚଉଧୁରି ଅରବିନ୍ଦ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।
ଶେଷରେ ସଭା ସାଙ୍ଗ କରାଯାଇଥିଲା।

ଖୋର୍ଦ୍ଧା ଜୟନ୍ତୀ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026

ରୋଷେଇ ଘରେ ଏଭରେଷ୍ଟ ଜିରା ପାଉଡର ଅଛି କି? ବ୍ୟବହାର ପୂର୍ବରୁ ଚେକ୍ କରନ୍ତୁ ବ୍ୟାଚ୍ ନମ୍ବର

October 4, 2026

ଚଳଚଞ୍ଚଳ ରାଜ୍ୟ ରାଜନୀତି: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସଜବାଜ ୩ ପ୍ରମୁଖ ଦଳ

October 4, 2026

ଲଜ୍‌ରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ସାଥି ଯୁବକ ଫେରାର

October 4, 2026
Latest News

ଅଷ୍ଟ୍ରେଲିଆ-ଏ’ ସିରିଜ୍‌ରୁ ବାଦ୍ ପଡ଼ିଲେ ହାର୍ଦ୍ଦିକ, ସୂର୍ଯ୍ୟାଂଶଙ୍କୁ ସୁଯୋଗ

October 5, 2026

୨୦୨୭ ୟୁପି ନିର୍ବାଚନରେ ଏକାକୀ ଲଢ଼ିବ ଚିରାଗଙ୍କ ଦଳ? ବିଜେପିକୁ ନେଇ ଦେଲେ ବଡ଼ ସଙ୍କେତ

October 5, 2026

ଆଜି ଅକ୍ଟୋବର ୦୫ ତାରିଖରେ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ ବିସ୍ତୁତ ଭାଗ୍ୟଫଳ

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026

ରୋଷେଇ ଘରେ ଏଭରେଷ୍ଟ ଜିରା ପାଉଡର ଅଛି କି? ବ୍ୟବହାର ପୂର୍ବରୁ ଚେକ୍ କରନ୍ତୁ ବ୍ୟାଚ୍ ନମ୍ବର

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.