Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଥମ ଭୋଟ୍ କେଉଁଠାରେ ପଡ଼ିଥିଲା?: ଜାଣନ୍ତୁ ନିର୍ବାଚନ ବିଷୟରେ କିଛି ଅଜଣା ତଥ୍ୟ
ଆଜିର ଖବର

ପ୍ରଥମ ଭୋଟ୍ କେଉଁଠାରେ ପଡ଼ିଥିଲା?: ଜାଣନ୍ତୁ ନିର୍ବାଚନ ବିଷୟରେ କିଛି ଅଜଣା ତଥ୍ୟ

April 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ୧୯୫୨ ମସିହାରେ ଭାରତରେ ପ୍ରଥମ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତେବେ ଏହି ନିର୍ବାଚନ ପାଇଁ ଦେଶରେ ପ୍ରଥମ ଭୋଟ୍ ୧୯୫୧ ମସିହା ଅକ୍ଟୋବର ୨୫ ତାରିଖରେ ହିମାଚଳ ପ୍ରଦେଶର ଚିନି ତହସିଲରେ ହୋଇଥିଲା। ତେବେ ଏଠାକାର ଭୋଟରଙ୍କୁ ସେମାନଙ୍କ ଭୋଟର ଫଳାଫଳ ଜାଣିବା ପାଇଁ ମାସ ମାସ ଅପେକ୍ଷା କରିବାକୁ ପଡ଼ିଥିଲା।

ସେହିପରି ଦେଶର ପ୍ରଥମ ସାଧାରଣ ନିର୍ବାଚନରେ ସର୍ବାଧିକ ମତଦାନ କେରଳର କୋଟ୍ଟାୟମ ନିର୍ବାଚନ ମଣ୍ଡଳୀରେ ହୋଇଥିଲା। ଏଠାରେ ୮୦ ପ୍ରତିଶତ ମତଦାନ ହୋଇଥିଲା।

ସେହିପରି ମଧ୍ୟପ୍ରଦେଶର ସେହଡୋଲରେ ସର୍ବନିମ୍ନ ମତଦାନ ହୋଇଥିଲା। ଏଠାରେ ମାତ୍ର ୨୦ ପ୍ରତିଶତ ମତଦାନ ହୋଇଥିଲା।

election vote
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026
Latest News

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.