Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ଏହି ନେତ୍ରୀ
ଆଜିର ଖବର

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ଏହି ନେତ୍ରୀ

April 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ଏହି ନେତ୍ରୀ

ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜୁ ଜନତା ଦଳ ସେତେ କଠୋର ହେବାରେ ଲାଗିଛି। ଦଳ ବିରୋଧୀ କାମର ପ୍ରମାଣ ମିଳିଲେ ଦଳ ତୁରନ୍ତ ପଦକ୍ଷେପ ଗ୍ରହଣ କରୁଛି। ସେମିତି ଆଜି ଦଳ ଜଣେ ନେତ୍ରୀଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ କରିଛି। ସେ ହେଲେ ମୀନତି ଦେବତା।

ଆଜି ଦଳ ତରଫରୁ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ଏକ ନିର୍ଦ୍ଦେଶନାମା ଜାରୀ କରାଯାଇଛି। ଏଥିରେ କୁହାଯାଇଛି ଯେ, ବିଜୁ ମହିଳା ଜନତା ଦଳର ଉପସଭାପତି ଏବଂ ସମ୍ବଲପୁର ଓ ଦେଓଗଡ ଜିଲ୍ଲାର ପର୍ଯ୍ୟବେକ୍ଷକ ମୀନତି ଦେବତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଏହା ତୁରନ୍ତ କାର୍ଯ୍ୟକାରୀ ହେଲା ବୋଲି କୁହାଯାଇଛି।

odishaelection2024 ଓଡିଶାନିର୍ବାଚନ2024 ବିଜୁ ଜନତା ଦଳ ବିଜେଡି ବିଜେଡିରୁ ନିଲମ୍ବିତ
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026
Latest News

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.