Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ି ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା : ଅମର, ଅଶ୍ବିନୀ ଓ ସସ୍ମିତ୍‌ଙ୍କୁ ଟିକେଟ୍‌
ଆଜିର ଖବର

ବିଜେଡ଼ି ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା : ଅମର, ଅଶ୍ବିନୀ ଓ ସସ୍ମିତ୍‌ଙ୍କୁ ଟିକେଟ୍‌

June 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘାେଷଣା କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ଅମର ପଟ୍ଟନାୟକ, ସସ୍ମିତ ପାତ୍ର, ଅଶ୍ବିନୀ ବୈଷ୍ଣବ ପ୍ରମୁଖ ରାଜ୍ୟସଭାକୁ ଯିବେ। ଅମର ପଟ୍ଟନାୟକ ବିଜେଡି ଆଇଟି ସେଲ୍‌ର ମୁଖ୍ୟ ରହିଥିବାବେଳେ ସସ୍ମିତ ପାତ୍ର ବିଜେଡ଼ିର ମୁଖପାତ୍ର ଦାୟିତ୍ବରେ ରହିଛନ୍ତି। ପୂର୍ବତନ ଆଇଏସ୍‌ ଅଫିସର୍‌ ହେଉଛନ୍ତି ଅଶ୍ବିନୀ ବୈଷ୍ଣବ। ଅଟଳ ବିହାରୀ ବାଜପେୟୀଙ୍କ ବ୍ୟକ୍ତିଗତ ସଚିବ ଥିଲେ ଅଶ୍ବିନୀ ବୈଷ୍ଣବ। ରାଜ୍ୟସଭାରେ ବିଜେଡ଼ିର ତିନୋଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ରହିଛି। ପୂର୍ବରୁ ରାଜ୍ୟସଭା ପ୍ରାର୍ଥୀ ପାଇଁ ଅମର ପଟ୍ଟନାୟକ, ରବୀନ୍ଦ୍ର ଜେନା, କଳିକେଶ ସିଂହଦେଓ, ପ୍ରସନ୍ନ ପାଟ୍ଟଶାଣୀ ପ୍ରମୁଖଙ୍କ ନାମ ଚର୍ଚ୍ଚାରେ ରହିଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026
Latest News

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.