Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରମ୍ଭ ହେଲା ପ୍ରଭୃ ଲିଙ୍ଗରାଜଙ୍କ ରଥ ଟଣା, ରାମେଶ୍ବର ମନ୍ଦିର ଯିବେ ମହାଦେବ
ଆଜିର ଖବର

ଆରମ୍ଭ ହେଲା ପ୍ରଭୃ ଲିଙ୍ଗରାଜଙ୍କ ରଥ ଟଣା, ରାମେଶ୍ବର ମନ୍ଦିର ଯିବେ ମହାଦେବ

April 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ରୂକୁଣା ରଥଯାତ୍ରା: ଜାଣନ୍ତୁ ଏହାର ପ୍ରଥା ଓ ପରମ୍ପରା

ଭୁବନେଶ୍ବର: ଆଜି ଅପରାହ୍ନରେ ଆରମ୍ଭ ହୋଇଛି ପ୍ରଭୃ ଲିଙ୍ଗରାଜଙ୍କ ରଥଟଣା। ହଜାରହଜାର ଭକ୍ତଙ୍କ ଗହଣରେ ପ୍ରଭୃ ଶ୍ରୀଲିଙ୍ଗରାଜ ଋକୁଣା ରଥରେ ବିଜେ କରି ରାମେଶ୍ବର ମନ୍ଦିରକୁ ଗମନ କରିଛନ୍ତି। ଡାହୁକର ଡାକରା ପରେ ଭକ୍ତମାନେ ପ୍ରଭୃଙ୍କ ରଥକୁ ଟାଣିଟାଣି ନେଇଛନ୍ତି। ଆଜି ପ୍ରଭୃଙ୍କ ରଥଯାତ୍ରା ଥିବାରୁ ପୁରୁଣା ଭୁବନେଶ୍ବରର ରଥରୋଡ ଲୋକାରଣ୍ୟ ହୋଇଉଠିଛି।

ସୁରକ୍ଷିତ ଭାବେ ପ୍ରଭୃ ରାମେଶ୍ବର ମନ୍ଦିରରେ ପହଞ୍ଚିବା ପାଇଁ ମନ୍ଦିର ପ୍ରଶାସନ ତଥା ପୋଲିସ ପ୍ରଶାସନ ତରଫରୁ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୧୨ ପ୍ଲାଟୁନ ଫୋର୍ସ, ୨ ଜଣ ଅତିରିକ୍ତ ଡିସିପି, ୬ ଜଣ ଏସପି, ୧୫ ଜଣ ଇନିସପେକ୍ଟର ମୁତୟନ ହୋଇଛନ୍ତି। ଏହାସହିତ ୫୦ରୁ ଅଧିକ ସବଇନିସପେକ୍ଟର ଓ ଟ୍ରାଫିକ୍ ଅଧିକାର ନିୟୋଜିତ ଅଛନ୍ତି।

ଅନ୍ୟପଟେ ପ୍ରବଳ ଖରା ଓ ହିଟୱେଭକୁ ଆଖିରେ ରଖି ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି। ସମସ୍ତଙ୍କ ପାଇଁ ଆବଶ୍ୟକ ପିଇବା ପାଣି ବ୍ୟବସ୍ଥା ସହ ଭକ୍ତଙ୍କ ଉପରେ ପାଣି ସ୍ପ୍ରେ କରାଯାଉଛି।

ଋକୁଣା ରଥଯାତ୍ରା ଲିଙ୍ଗରାଜ ରଥଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.