Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ଯୋଗ ଦେଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ 
ଆଜିର ଖବର

ବିଜେପିରେ ଯୋଗ ଦେଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ 

April 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ଯୋଗ ଦେଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ 

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡିର ପୂର୍ବତନ ବିଧାୟକ ତଥା ପୂର୍ବତନ ଚେୟାରମ୍ୟାନ ଶ୍ରୀ ବେଦବ୍ୟାସ ନାୟକ ନିଜ ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି। ଶ୍ରୀ ନାୟକଙ୍କ ସହ ବିଜେଡି ନେତା ଅକ୍ଷୟ କୁମାର ରାଉଳ, ଶ୍ରୀଧର ନାଏକ, ପୂର୍ବତନ ସରପଂଚ ମନୋଜ କୁମାର ନାଏକ, ଦେବାନନ୍ଦ ନାଏକ ବିଜେପିରେ ଯୋଗ ଦେଇଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ମୁଖ୍ୟ ମୁଖପାତ୍ର ସଜ୍ଜନ ଶର୍ମା ନୂତନ ସଦସ୍ୟଙ୍କୁ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ପାର୍ଟୀରେ ସାମିଲ ହୋଇଥିବା ନୂତନ ସଦସ୍ୟଙ୍କୁ ୮୯୮୦୮୦୮୦୮୦ ନମ୍ବରରେ ଡାୟାଲ କରାଇ ଶ୍ରୀ ଶର୍ମା ସଦସ୍ୟତା କରାଇଥିଲେ। ଏହି ମିଶ୍ରଣ ପର୍ବରେ ରାଜ୍ୟ ସମ୍ପାଦକ ଶ୍ରୀ ସରୋଜ କର ଉପସ୍ଥିତ ଥିଲେ।

BJPJoining Election2024 odishaelection2024 ତେଲକୋଇ ବିଜେପି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026

କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

February 26, 2026
Latest News

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026

କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.